ରମିୟ 11:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 ସେମନ୍ କାଣାକାଣି ଅଇକରି କାଇଟା ମିସା ଦେକି ନାପାରତ୍ । ସବୁବେଲେ ଦୁକ୍ କସ୍ଟ ପାଇପାଇ ସେମନର୍ ଆଁଟା ସବୁବେଲର୍ ପାଇ ବାଁକ୍ ଅଇଜାଅ । အခန်းကိုကြည့်ပါ။ |
ସେମନ୍ ସମ୍ଦୁରର୍ ଲଅଡି ଜେନ୍ତି ପେପୁଲ୍ ବାର୍କର୍ସି, ସେ ପେପୁଲ୍ପାରା ତାକର୍ ଲାଜର୍ ଚଲାଚଲ୍ତି ଡିସ୍ସି । ଆକାସର୍ କେତେକ୍ କେତେକ୍ ତାରାମନ୍ ଜେନ୍ତି ତାକର୍ ପାଇ ରଇବା ଜାଗାଇ ନ କିନ୍ଦ୍ରିକରି ବିନ୍ବାଟେ ବୁଲ୍ତେରଇବାଇ, ସେମନ୍ ସମାନ୍ ସେନ୍ତାରିସେ । ପର୍ମେସର୍ ସେମନର୍ପାଇ ଗଟେକ୍ ବଡ୍ ଗଇରି ରଇବା ଆନ୍ଦାରର୍ ଜାଗା ସଙ୍ଗଇଆଚେ । ଜନ୍ତିକି ସେମନ୍ ସବୁଦିନର୍ପାଇ ରଇବାଇ ।