18 ସେଟାର୍ ପାଇ ତମେ ଜିଉଦିମନର୍ ଟାନେଅନି ବଡ୍ ବଲି ବାବାନାଇ । କାଇକେବଇଲେ ତମେ ଅବ୍କା କେନ୍ଦାସେ ଆରି କେନ୍ଦାମନର୍ କାଦି ଗଚର୍ ଚେରେଅନିସେ ଆଇସି । ଚେରର୍ କାଦି କେନ୍ଦାଇଅନି ନ ଆସେ ।
ପିତର୍ ଜିସୁକେ କଇଲା, “ତମ୍କେ ବିନ୍ ଲକ୍ମନ୍ ସବୁ ଚାଡିକରି ଉଟିଗାଲେ ମିସା ମୁଇ ଚାଡି ନ ଜାଇ ।”
ଏନ୍ତାରି ମର୍ ବିନ୍ ମେଣ୍ଡାମନ୍ ଆଚତ୍ । ସେମନ୍ ଏ ରାସି ଟାନେ ନାଇ, ମକେ ସେମନ୍କେ ମିସା ଆନ୍ବାକେ ପଡ୍ସି । ସେମନ୍ ମୁଇ ଡାକ୍ବାଟା ସୁନ୍ବାଇ ଆରି ତେଇର୍ ଗଟେକ୍ ରାସି ଅଇ ରଇବାଇ । “
ତମେ ସମିରଣ୍ ଲକ୍ମନ୍ ଜାକେ ଉପାସନା କଲାସ୍ନି ତାକେ ସତଇସେ ନାଜାନାସ୍ । ମାତର୍ ଆମେ ଜିଉଦି ଲକ୍ମନ୍ ତାକେ ଜାନିକରି ଉପାସନା କଲୁନି । କାଇକେ ବଇଲେ ମୁକ୍ତି ଜିଉଦି ଲକ୍ମନର୍ ତେଇଅନି ଆଇସି ।
ପାଉଲ୍ ଆଇଲା ଦାପ୍ରେ ଜିରୁସାଲମେଅନି ଆସିରଇବା ଜିଉଦିମନ୍ ତାକର୍ ଚାରିବେଟ୍ତି ବେଡି ଟିଆ ଅଇଲାଇ ଆରି ତାର୍ ବିରଦେ କେତେକ୍ କେତେକ୍ ବଡ୍ ବଡ୍ ଦାବା କଲାଇ, ମାତର୍ ସେମନ୍ ଏ ସବୁ ସତ୍ ବଲି ଦେକାଇ ନାପାର୍ଲାଇ ।
ତମ୍କେ ଜଡିଆଚେ, ସେଟା ସତ୍ ସେ । ମାତର୍ ଜିଉଦିମନ୍ ବିସ୍ବାସ୍ ନ କଲାର୍ ପାଇ ପର୍ମେସର୍ ସେମନ୍କେ କାଟିଦେଲାଆଚେ । ତମେ ବିସ୍ବାସ୍ କଲାକେସେ ତମ୍କେ ଜଡିଆଚେ । ସେଟାର୍ପାଇ ବଡ୍ପନ୍ ନ ଅଇ ଡରିକରି ରୁଆ ।
ସେନ୍ତାର୍ଆଲେ ଆମେ କାଇ ବିସଇନେଇ ବଡ୍ପନ୍ ଅଇବାର୍ ଆଚେ ? ନାଇ ସେନ୍ତି କାଇଟା ମିସା ନାଇ । ଆମେ ବଡ୍ପନ୍ ଦେକାଇବାକେ କାଇ ବିସଇ ଆଚେ କି ? ଆମେ ପୁରାପୁରି ନିୟମ୍ ମାନ୍ଲୁନି ବଲିକରି କି ? ନାଇ, ଅବ୍କା ବିସ୍ବାସ୍ କର୍ବାଟାସେ ଆମର୍ ବଡ୍ପନ୍ ଦେକାଇବାଟା ।
“ ସେଟାର୍ପାଇ ପରମେସର୍ କାତା ଦେଇରଇବାଟା ବିସ୍ବାସର୍ ଲାଗି ରଇସି । ଜନ୍ ଲକ୍ମନ୍ ନିୟମ୍ ମାନ୍ବାଇ, ଅବ୍କା ସେମନର୍ ପାଇସେ ପରମେସର୍ କାତା ଦେଏ ନାଇ । ଅବ୍ରାଆମର୍ ପାରା ବିସ୍ବାସ୍ କର୍ତେ ରଇବା ସବୁର୍ ପାଇ ସେଟା ଲଡା । କାଇକେବଇଲେ ଅବ୍ରାମ୍ ସେମନର୍ ଆତ୍ମା ଇସାବେ ରଇବା ବାବା ।”
ସେଟାର୍ପାଇ ଜେ ମୁଇ ନିଜେ ଡାଟ୍ ଆଚି ବଲି ମନେ ମନେ ଏତାଇସି, ସେ ବିସ୍ବାସେ ଅନି ବିନ୍ବାଟେ ନ ଜାଆ, ସେଟାର୍ପାଇ ଜାଗ୍ରତ୍ ରୁଆ ।
ଜଦି ତମେ କିରିସ୍ଟର୍ ଲକ୍, ତେବେ ତମେ ମିସା ଅବ୍ରାଆମର୍ କୁଟୁମର୍ ଆରି ପରମେସର୍ ଜାଇଟା ସପତ୍ କଲାଆଚେ, ସେଟା ମିଲାଇସା ।