35 ତାକେ କାଇଟା ଉନା ନାଇ । ସେ ଆମର୍ ରୁଣି ଅଇବାକେ, ତାକେ କାଇଟା ଦେଇ ନାପାରୁ ।
ମର୍ ନିଜର୍ ଦନ୍, ମୁଇ ଜେନ୍ତି ମନ୍ କଲିନି, ସେନ୍ତି କର୍ଚ କର୍ବାକେ ମର୍କାଇ ଅଦିକାର୍ ନାଇ କି ? କି ମୁଇ ଦାନ୍ ଇସାବେ ଦେଲିନି ବଲି ଆଁକାର୍ ଅଇଲାସ୍ନି ?”
କାଇକେବଇଲେ ବିନ୍ ଲକର୍ଟାନେଅନି କେ ତମ୍କେ ବଡ୍ କରତ୍ ନାଇ । ଆରି ଜନ୍ ଗୁଣ୍ ତମେ ଦାନ୍ ଇସାବେ ମିଲାଇଆଚାସ୍ ସେଟା ପର୍ମେସର୍ ଦେଲାଆଚେ । ତେବେ ତମର୍ ନିଜର୍ଟା ବଲି ବଡ୍ପନ୍ ଅଇ କଇ ନାପାରାସ୍ ।