8 ସାସ୍ତରର୍ ବାକିଅ “ଜେନ୍ତିକି ପରମେସର୍ ସେମନର୍ ଆଁକି ଆରି ମନ୍ ବାନ୍ଦି ଦେଲା ଆଚେ । ଏବେ ଜାକ ସେମନ୍ ଦେକି ନାପାର୍ଲାଇନି କି ସୁନି ନାପାର୍ଲାଇନି ।”
ତେଇ ଜିସୁ ସେମନ୍କେ କଇଲା, “ପର୍ମେସରର୍ ରାଇଜର୍ ଟିକିନିକି ବିସଇ ଜାନତ୍ ବଲି ତମ୍କେ ଗିଆନ୍ ଦିଆଅଇଲାଆଚେ, ମାତର୍ ବିନ୍ଲକ୍ମନ୍କେ ଉଦାଅରନ୍ ଦେଇ କଇଅଇସି, ଜେନ୍ତାରିକି ସେମନ୍ ଦେକି ଦେକି ନ ଦେକତ୍ କି ସୁନି ସୁନି ମିସା ନ ବୁଜତ୍ ।”
ସେ କଇରଇଲା, “ଏ ଲକ୍ମନ୍କେ ଜାଇ କଅ, ତମେ ସୁନି ସୁନି ରଇସା, ମାତର୍ ନ ବୁଜାସ୍ । ଦେକି ଦେକି ରଇସା, ମାତର୍ ନ ଚିନାସ୍ ।”