ରମିୟ 12:13 - ସତିଅର୍ ବାଟ୍ ନୁଆ ନିୟମ୍ 202013 ଆମର୍ ଟାନେ ରଇବା ଅର୍କିତ୍ ବାଇବଇନିମନ୍କେ ସାଇଜ କରୁ । ନ ଜାନ୍ବା ଲକ୍ମନ୍ ଆମର୍ ଗରେ ଆଇଲେ ଗତିଆ କରି ଡାକିନେଉଁ । အခန်းကိုကြည့်ပါ။ |
ବିନ୍ ଲକ୍ମନ୍କେ ସାର୍ଦା କରାଇବାକେ ବପୁ ଦେଇରଇଲେ, ସେଟା କର୍ତେ ରଉଁ । ଅର୍କିତ୍ ଲକ୍ମନ୍କେ ଦାନ୍ କର୍ବା ବପୁ ଦେଇରଇଲେ, କାଇଟା ନ ବାବିକରି ଦାନ୍ କରୁ । ବିନ୍ ଲକର୍ କାମ୍କେ ଦେକାରକା କର୍ବା ଅଦିକାର୍ ଦେଇରଇଲେ, ନିଜେ ବେସି କାମ୍ କର୍ବାର୍ଆଚେ । ଜଦି ବିନ୍ ଲକ୍ମନ୍କେ ଦୟା ଦେକାଇବା ବପୁ ଦେଲାଆଚେ, ବିଜାର୍ ନ ଅଇ ସାର୍ଦା ସଙ୍ଗ୍ କର୍ବାର୍ ଆଚେ ।
ବିନ୍ ଲକ୍ ଦେକ୍ବା ଇସାବେ, ସେ ବେସି ଦରମ୍ ଅଇ, ବିନ୍ ଲକ୍କେ ସାଇଜ କର୍ବାର୍ ଆଚେ । ଜେନ୍ତାରି କି ନିଜର୍ ପିଲାମନ୍କେ ନିକ ସଙ୍ଗ୍ ବଡାଇରଇସି, ଆଇଲା ଲକ୍ମନ୍କେ ଗତିଆ ଇସାବେ ଡାକ୍ସି, ପର୍ମେସରର୍ ସୁକଲ୍ ଲକ୍ମନର୍ ଗଡ୍ ଦଇଦେଇସି, ଦୁକ୍ କସ୍ଟେ ରଇବା ଲକ୍ମନ୍କେ ସାଇଜ କର୍ସି, ଲକ୍ମନ୍କେ ସାଇଜ କର୍ବାକେ ବିନ୍ ବିନ୍ କାମ୍ କର୍ତେରଇସି ।