ରମିୟ 12:19 - ସତିଅର୍ ବାଟ୍ ନୁଆ ନିୟମ୍ 202019 ମର୍ ଆଲାଦର୍ ବାଇବଇନିମନ୍, ଜଦି କେ ତମ୍କେ ଅନିଆଇ କଲେ, ତମେ ବେର୍ ଦାରାନାଇ, କାଇକେବଇଲେ, ପର୍ମେସର୍ସେ ଡଣ୍ଡ୍ ଦେଇସି । କାଇକେ ବଇଲେ ସାସ୍ତରେ ଲେକା ଆଚେ । ମାପ୍ରୁ କଇଲାନି, “ମୁଇ ବେର୍ ଦାର୍ବି । ମୁଇ ଡଣ୍ଡ୍ ଦେବି ।” အခန်းကိုကြည့်ပါ။ |