ରମିୟ 12:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 ଏ ଜଗତେ ରଇବା ଲକ୍ମନର୍ ପାରା ଚଲାଚଲ୍ତି ଇସାବେ ଜିଉନା କାଉନା କରାନାଇ । ପରମେସର୍ ତମର୍ ମନ୍ ନୁଆକରି ବାଦ୍ଲାଅ । ସେନ୍ତି ଅଇଲେ ସେ ମନ୍ କର୍ବାଟା ବୁଜିପାର୍ସା । ଆରି ଜନ୍ ଚଲାଚଲ୍ତି ତାର୍ ମୁଆଟେ ନିକ, ସିଦ୍ ଆରି ତାକେ ସାର୍ଦା କରାଇସି, ସେଟା ଜାନି ପାର୍ସା । အခန်းကိုကြည့်ပါ။ |
ସେଟାର୍ ପାଇ ଏ ବାଇବଇନିମନ୍, ଆମର୍ ଉପ୍ରେ ପରମେସରର୍ ବଡ୍ ଜିବନ୍ଦୁକାନିର୍ ଲାଗି, ତମ୍କେ ମୁଇ ବାବୁଜିଆ କଲିନି, ପରମେସରର୍ ଲଗେ ଗଟେକ୍ ବଲି ଇସାବେ ନିଜର୍ ଜିବନ୍ ସର୍ପିଦିଆସ୍ । ଏନ୍ତାରି ବଲି ଅଇବାଟା ମର୍ବାକେ ନଏଁ, ମାତର୍ ତାର୍ ସେବାକର୍ବାକେ ନିଜେ ସର୍ପି ଅଇବାଟା । ସେନ୍ତି ଅଇଲେ ପର୍ମେସର୍ ସାର୍ଦା ଅଇସି । ପର୍ମେସର୍କେ ଏ ରକାମ୍ ଉପାସନା କର୍ବାର୍ ଆଚେ ।
ତାର୍ ମଇମା ଆରି ଦରମର୍ ଲାଗି ସେ ଆମ୍କେ ବେସି ବଡ୍ ଆରି ବେସି ମୁଲିଅ ରଇବା ଦାନ୍ ଦେଲାଆଚେ । କିରିସ୍ଟକେ ବିସ୍ବାସ୍ ନ କଲା ଲକ୍ମନ୍ ଜେନ୍ତିକି କାରାପ୍ ବିସଇ କର୍ବାକେ ମନ୍ କର୍ବାଇ, ସେନ୍ତାରି ମନ୍କର୍ବା ଟାନେଅନି ମୁକ୍ଲାଇବାକେ ସେ ଆମ୍କେ ଏନ୍ତାରି କଲାଆଚେ । ଏ ସବୁ ବିସଇ ତାକର୍ ମନ୍କେ ନସାଇସି । ମାତର୍ ତମେ ପର୍ମେସରର୍ ପାରା ଦରମ୍ ଅଇପାର୍ସା ।