ରମିୟ 12:8 - ସତିଅର୍ ବାଟ୍ ନୁଆ ନିୟମ୍ 20208 ବିନ୍ ଲକ୍ମନ୍କେ ସାର୍ଦା କରାଇବାକେ ବପୁ ଦେଇରଇଲେ, ସେଟା କର୍ତେ ରଉଁ । ଅର୍କିତ୍ ଲକ୍ମନ୍କେ ଦାନ୍ କର୍ବା ବପୁ ଦେଇରଇଲେ, କାଇଟା ନ ବାବିକରି ଦାନ୍ କରୁ । ବିନ୍ ଲକର୍ କାମ୍କେ ଦେକାରକା କର୍ବା ଅଦିକାର୍ ଦେଇରଇଲେ, ନିଜେ ବେସି କାମ୍ କର୍ବାର୍ଆଚେ । ଜଦି ବିନ୍ ଲକ୍ମନ୍କେ ଦୟା ଦେକାଇବା ବପୁ ଦେଲାଆଚେ, ବିଜାର୍ ନ ଅଇ ସାର୍ଦା ସଙ୍ଗ୍ କର୍ବାର୍ ଆଚେ । အခန်းကိုကြည့်ပါ။ |
କିରିସ୍ଟର୍ ଏ ଗାଗ୍ଡେ ପର୍ମେସର୍ ବିନ୍ ବିନ୍ ଲକ୍ମନ୍କେ ବିନ୍ ବିନ୍ କାମ୍ ଦେଲାଆଚେ । ପର୍ତୁମ୍ ପେରିତ୍ ଇସାବେ ବାଚ୍ଲା ଲକ୍, ତାର୍ ପଚେ ବବିସତ୍ କାତା କଇବା ଲକ୍ମନ୍କେ, ସିକାଉମନ୍କେ, କାବାଅଇଜିବା କାମ୍ କର୍ବା ଲକ୍କେ, ନିକ କର୍ବା ଲକ୍ମନ୍କେ, ସାଇଜ କର୍ବା ଲକ୍ମନ୍କେ, ନେତା ଇସାବେ ଦାଇତ୍ ନେବାକେ, ଆରି ନାଜାନ୍ଲା ବାସାଇ କାତା କଇବା ଲକ୍ମନ୍କେ ବାଚ୍ଲା ଆଚେ ।
ବାଇମନ୍ ଆମେ ବଡ୍ପନ୍ ଅଇକରି କଇବା ଗଟେକ୍ କାତା ଆଚେ । ସେଟା ଆମେ ସତ୍ ବଲି ଜାନ୍ଲୁନି ଆରି ସେଟା ଅଇଲାନି, । ସବୁଲକର୍ଟାନେ ଆରି, ତମର୍ଟାନେ ମିସା ଆମର୍ ଚଲାଚଲ୍ତି ସୁକଲ୍ ଆରି ଦରମ୍ ଆଚେ । ଏଟା ଆମର୍ ବିବେକ୍ ସାକି ଦେଲାନି । ଲକ୍ମନର୍ ଗିଆନ୍ ଇସାବେ ଆମେ କରୁନାଇ, ମାତର୍ ପର୍ମେସରର୍ ଜିବନ୍ ଦୁକାଇଲା ବପୁର୍ ସଙ୍ଗ୍ ଏ ସବୁଜାକ କଲୁନି ।
ତମର୍ ମୁକିଅ ଲକ୍ମନର୍ କାତା ମାନିକରି ଆଦେସ୍ ଦେଲାଟା କରା । ସେମନ୍ ଜାଗୁଆଲ୍ମନର୍ ପାରା ନ ତାକିକରି ତମର୍ ଆତ୍ମାମନ୍କେ ଜତନ୍ କଲାନି । କାଇକେବଇଲେ ସେମନ୍କେ ତାକର୍ କରିରଇବା କାମ୍ ପର୍ମେସର୍ କେ ଇସାବ୍ ଦେବାକେ ପଡ୍ସି । ତମେ ଜଦି ତାକର୍ କାତା ମାନ୍ସା, ସେମନ୍ ସାର୍ଦା ସଙ୍ଗ୍ ସେବା କାମ୍ କର୍ବାଇ । ତମେ ତାକର୍ କାତା ନ ମାନ୍ଲେ, ସେମନ୍ ଦୁକ୍ ଅଇବାଇ । ତେବେ ତମ୍କେ କାଇ ସାଇଜ ନଏଁ ।