9 ବିନ୍ ଲକ୍ମନ୍କେ ଆଲାଦ୍ କର୍ବାର୍ ଆଲେ କାଇ କପଟ୍ ରଇବାର୍ ନାଇ । କାରାପ୍ ଚଲାଚଲ୍ତି ଗିନ୍ କରି, ସତ୍ ଚଲାଚଲ୍ତି ଚାଡ୍ବାର୍ ନାଇ ।
ଜିଉଦା ସଲ୍କେ ଜିସୁର୍ଲଗେ ଜାଇ ତାକେ “ଏ ଗୁରୁ ଜୁଆର୍ !” ବଲିକରି ଚୁମ୍ଲା ।
ଇସ୍କାରିୟତ୍ ଜିଉଦା ଗରିବ୍ ଲକ୍ମନର୍ପାଇ ଚିନ୍ତା କର୍ତେରଇଲାଜେ ଏନ୍ତି କଇଲା ବଲି ନାଇ, ମାତର୍ ସେ ଗଟେକ୍ ଚର୍ । ତାର୍ ଦାଇତେ ରଇଲା ଟାଙ୍ଗାମୁନା ଟାନେଅନି ସେ ନିଜର୍ ପାଇ କେତେକ୍ କେତେକ୍ ଲୁଚାଇ ନେଇତେରଇଲା ।
ବର୍ନବା ତେଇ କେଟିକରି ପର୍ମେସର୍ ସେ ଲକ୍ମନ୍କେ କେନ୍ତି ଆସିର୍ବାଦ୍ କଲାଆଚେ, ସେଟା ଦେକି ସାର୍ଦା ଅଇଲା । ଆରି ମନ୍ପରାନ୍ ଦେଇକରି ମାପ୍ରୁକେ ବିସ୍ବାସ୍ କରି ଚଲାଚଲ୍ତି କର୍ବାକେ ସେମନ୍କେ ସିକିଆ ଦେଇ ସାର୍ଦା କଲା ।
ଆମର୍ ସୁକଲ୍ କାମେ, ଆମର୍ ଗିଆନେ, ଆମର୍ ମୁର୍ଚି ରଇବାଟାନେ, ଆମର୍ ଦୟା ଦେକାଇବାଟାନେ, ସୁକଲ୍ଆତ୍ମାଟାନେ, ଆମର୍ ସତ୍ ଆଲାଦ୍ଟାନେ, ଆମେ ପର୍ମେସରର୍ ସେବା କାରିଆ ବଲିକରି ଜାନାଇ ଅଇଲୁନି ।
ଏଟା ତମ୍କେ ମୁଇ ତିଆର୍ଲା ପାରା କଇନାଇ, ମାତର୍ ବିନ୍ ବିସ୍ବାସିମନ୍ ତାର୍ ବାଇମନ୍କେ କେନ୍ତି ଅଦିକ୍ ମନ୍ କରି ସାଇଜ କଲାଇନି, ସେଟା ଜାନିରଇବାକେ କଇଲିନି । ସେମନ୍ କଲାପାରା ତମେ କରିପାରାସ୍ ଆରି ସେଟା ଦେକି ତମର୍ ଆଲାଦ୍ ସତ୍ କି ମିଚ୍ ବଲି ମୁଇ ଜାନିପାର୍ବି ।
ଆମେ ବାବୁଜିଆ କଲାଟା, ଲକ୍ମନର୍ ବୁଲ୍ ଆଦେସ୍ ଅନି ନ ରଇଲା ଆରି ନାଡାଇବାଟା କି ବୁଲ୍ବାଟେ ନେବା ବିସଇ ନ ରଇଲା ।
ଜାଗର୍ତା, କେ ମିସା କାର୍ଆଲେ ଅନିଆଇର୍ ବାଦୁଲେ ଅନିଆଇ ନ କରା । ତାର୍ ବାଦୁଲେ ନିଜର୍ ନିଜର୍ ବିତ୍ରେ ଆରି ସବୁଲକର୍ ପାଇ ସବୁବେଲେ ମଙ୍ଗଲ୍ କର୍ବାକେ ଚେସ୍ଟା କରା ।
ସବୁ ବିସଇ ପରିକା କରି ଦେକା, ଜନ୍ଟା ସତ୍, ସେଟା ଚାଡାନାଇ ।
ତମେ ଏନ୍ତାରିଟା ତିଆରା ଜେନ୍ତାରିକି, ସେମନ୍ ଗଟେକ୍ ଲକ୍ ଆରିଗଟେକ୍ ଲକ୍କେ ଆଲାଦ୍ କର୍ବାଇ । ଜନ୍ ଲକ୍ମନ୍କେ ସତ୍ ବିସ୍ବାସ୍ ଆରି ସୁକଲ୍ ଜିବନ୍, କାଇ କପଟ୍ ନ ରଇବା ମନ୍ ଆଚେ, ସେମନ୍ସେ ଏଟା କରିପାର୍ବାଇ ।
ସତ୍ ବିସଇ ମନ୍କରି ବିନ୍ ବିସଇ ଗିନ୍ କଲୁସ୍ନି । ତେବର୍ପାଇ ତର୍ ପର୍ମେସର୍ ତକେ ବାଚ୍ଲାଆଚେ । ସେ ତକେ ଆଲାଦ୍ କରି ତର୍ ସଙ୍ଗାରିମନର୍ ତେଇଅନି ଅଦିକ୍ ସନ୍ମାନ୍ ଦେଇ ସାର୍ଦା କରାଇଆଚେ ।”
ସବୁ ଲକର୍ ସଙ୍ଗ୍ ସୁସାରେ ଆରି ସୁକଲ୍ ସଙ୍ଗ୍ ରଇବାକେ ଚେସ୍ଟା କରା, ଆରିକେ ସୁକଲ୍ ନ ଅଇକରି ମାପ୍ରୁକେ ଦେକି ନାପାରତ୍ ।
ମାତର୍ ପର୍ମେସର୍ ସିକାଇବା ଗିଆନ୍ ଜନ୍ଲକ୍ମନ୍କେ ଆଚେ, ତାକର୍ ଗୁନ୍ଚଲନେ ସେମନ୍ ସୁକଲ୍ ଅଇରଇବାଇ, ସାନ୍ତିସଙ୍ଗ୍ ରଇବାଇ, ସୁଆଲେ ରଇବାଇ, ଦୟା ଦେକାଇବାଇ, ଜିବନ୍ଦୁକାଇବାଇ ଆରି ତାକର୍ ସବୁ କାମ୍ ନିକ ରଇସି । ସେମନ୍ ଲକ୍ମନ୍କେ ବଡ୍ ସାନ୍ ଇସାବେ ନ ଦେକତ୍ ଆରି ଚଲାନିକାତା ନ କଅତ୍ ।
ତମେ ସତ୍ ମାନ୍ଲାର୍ ପାଇ, କାରାପ୍ ଚଲାଚଲ୍ତି ଚାଡିକରି ତମର୍ ସଙ୍ଗର୍ ବିସ୍ବାସିମନ୍କେ ସତ୍ସଙ୍ଗ୍ ଆଲାଦ୍ କଲାସ୍ନି । ମନ୍ ପରାନ୍ ଦେଇକରି ଗଟେକ୍ଲକ୍ ଆରି ଗଟେକ୍ ଲକ୍କେ ଆଲାଦ୍ କଲାସ୍ନି ।
ସବୁର୍ଟାନେଅନି ମୁକିଅ ବିସଇ ଅଇଲାନି ତମର୍ ତମର୍ ବିତ୍ରେ ଆଲାଦ୍ କରାକରି ଅଇବାଟା । କାଇକେବଇଲେ, ସେନ୍ତାରି ଆଲାଦ୍ କଲେ, ତମର୍ ତମର୍ ପାପ୍ ବିସଇ ଚିନ୍ତା ନ କରି ମୁର୍ଚିକରି କେମା ଦିଆଦିଇ ଅଇସା ।