1 ସାସନ୍କାରିଆମନର୍ କାତା ସବୁ ଲକ୍ ମାନ୍ବାକେ ବାଦିଅ, କାଇକେବଇଲେ ପରମେସର୍ ଆଦେସ୍ ନ ଦେଲେ କେ ମିସା ସାସନ୍ କର୍ବାକେ ଅଦିକାର୍ ନ ପାଏ । ଗାଦିଟାନେ ରଇଲା ସାସନ୍କାରିଆମନ୍କେ ପରମେସର୍ ବସାଇଲା ଆଚେ ।
ବେସି କସ୍ଟ ରଇବା ପରିକା ଆମ୍କେ ମୁରଚ୍ବାକେ ଦିଆ ନାଇ, ମାତର୍ କାରାପ୍ କାମେଅନି ରକିଆ କରା ଜେନ୍ତିକି ତମର୍ ରାଇଜ୍, ତମର୍ ବପୁ, ଆରି ଡାକ୍ପୁଟା ସବୁ ଜୁଗେଜୁଗେ ତମର୍ ଅଇକରି ରଅ । ଆମେନ୍ !
ଜିସୁ ତାକେ କଇଲା, “ପର୍ମେସର୍ ତକେ ଦେଲାକେସେ ମର୍ ଉପ୍ରେ ତର୍ ଅଦିକାର୍ ଆଚେ, ମାତର୍ ତର୍ଟାନେ ମକେ ଜେ ସର୍ପି ଦେଲାଆଚେ, ତାର୍ ପାପ୍ ଅଦିକ୍ ଜବର୍ ।”
ତେଇ ପିତରର୍ କାତା ସୁନି ବେସି ଲକ୍ ବିସ୍ବାସ୍ କଲାଇ । ଆରି ସିସ୍ମନ୍ ସେମନ୍କେ ଡୁବନ୍ ଦେଲାଇ । ସେ ଦିନେ ତିନ୍ଅଜାର୍ ଲକ୍ମନ୍ ତାକର୍ ଦଲେ ମିସ୍ଲାଇ ।
ମିଚ୍ କାମ୍ କରି ଆରିଜାଆ ନାଇ, ସବୁ ବିସଇ ସତ୍ ବାବେ କରି ଜିତିକରି ରୁଆ ।
ସେଟାର୍ ପାଇ ଜେ ଗାଦିତେଇ ବସ୍ଲା ସାସନ୍କାରିଆମନ୍କେ ବିରଦ୍ କର୍ସି, ସେ ପରମେସର୍ ତିଆର୍କଲା ଗାଦିର ବିରଦ୍ କଲାନି । ଜେ ଏଟା କର୍ସି ସେ ପର୍ମେସରର୍ ବିଚାର୍ନା ଜାଗାଇ ଟିଆଅଇସି ।
କିରିସ୍ଟର୍ପାଇ ରଇବା ତମର୍ ସନ୍ମାନର୍ ଲାଗି, ତମର୍ ତମର୍ ବିତ୍ରେ ସର୍ପାସର୍ପି ଉଆ ।
ରାଜା ମନ୍କେ ଆରି ଅଦିକାରେ ରଇକରି ସାସନ୍ କର୍ବା ଲକ୍ମନର୍ପାଇ ପାର୍ତନା କରା । ସେନ୍ତାରି କଲେ କାଇଟା ନ ଅଇତେ ସାନ୍ତିସଙ୍ଗ୍ ରଇପାର୍ସା । ଆରି ଆମେ କାକେ ନ ଡର୍ତେ ପର୍ମେସର୍କେ ପାର୍ତନା କରି ତାର୍ ମନ୍ କଲା ଇସାବେ ଚଲାଚଲ୍ତି କରିପାର୍ବୁ ।
ସାସନ୍କାରିଆ ଆରି ଅଦିକାରିମନର୍ ତଲେ ରଇକରି ସେମନ୍ ତିଆର୍ଲାଟା ମାନିକରି ରଇବାକେ ମଣ୍ଡଲିର୍ ବାଇବଇନିମନ୍କେ ଏତାଇଦେସ୍ । ବିନ୍ ଲକ୍କେ କାଇ ସାଇଜ ମିସା କର୍ବାକେ ଜାଗ୍ରତ୍ ଅଇରଅତ୍ ।
ସେନ୍ତାରିସେ ଏ ଲକ୍ମନ୍ ନିଜେ ଦର୍ସନ୍ ପାଇକରି ମିସା ପାଦ୍ରା ପାଦ୍ରି କାମ୍ କରି ନିଜର୍ ଗାଗଡ୍ ଅସୁକଲ୍ କଲାଇନି । ମାପ୍ରୁର୍ ଅଦିକାର୍ ସେମନ୍ ଗିନ୍ କରି ସର୍ଗେ ରଇବାଟାମନ୍କେ ନିନ୍ଦା କଲାଇନି ।
ଆରି ଜିସୁକିରିସ୍ଟ ଟାନେଅନି । ସେ ଆକା ପର୍ମେସରର୍ ବିସଇର୍ ସତ୍ ସାକି ଦେଇପାର୍ସି । ମଲା ଲକ୍ମନର୍ଟାନେଅନି ତାକେସେ ପର୍ତୁମ୍ ଉଟାଇରଇଲା । ଏ ଜଗତର୍ ସାସନ୍କାରିଆମନର୍ ଉପ୍ରେ ରଇବା ସାସନ୍କାରିଆ । ସେ ଆମ୍କେ ଆଲାଦ୍ କଲାନି । ଆମର୍ପାଇ ଗଟେକ୍ ବଲି ଇସାବେ ମଲାକେ ଆମର୍ ପାପେଅନି ସେ ଆମ୍କେ ମୁକ୍ଲାଇଆଚେ ।
ସେମନ୍ ମେଣ୍ଡାପିଲାର୍ ବିରୁଦେ ଜୁଇଦ୍ କର୍ବାଇ । ମାତର୍ ମେଣ୍ଡାପିଲା ସେମନ୍କେ ଆରାଇସି । କାଇକେବଇଲେ ସେ ସବୁ ମାପ୍ରୁମନର୍ ଟାନେଅନି ଉଚେ ରଇବା ମାପ୍ରୁ । ଆରି ରାଜା ମନର୍ଟାନେ ଅନି ଉପ୍ରେ ରଇବା ରାଜା । ତାର୍ ଜେତ୍କି ସିସ୍ମନ୍କେ ସେ ଡାକିକରି ବାଚ୍ଲାଆଚେ, ଆରି ତାକେ ସତ୍ ସଙ୍ଗ୍ ନାମ୍ବାଇ, ସେମନର୍ ସଙ୍ଗ୍ ସେ ଜୁଇଦ୍ କର୍ସି ।
ତାର୍ ବସ୍ତରେ, ଜଙ୍ଗେ, ଏ ନାଉଁ ଲେକାଅଇରଇଲା । “ସବୁରାଜାମନର୍ ଉପ୍ରେ ରଇବା ରାଜା, ସବୁ ମାପ୍ରୁମନର୍ ଉପ୍ରେ ରଇବା ମାପ୍ରୁ ।”