ରମିୟ 13:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 ଏବେ ତମେ ଏଟା କର୍ବାର୍ ଆଚେ । କାଇକେବଇଲେ ବେଲା କେଟ୍ଲାଆଚେ । ଆମେ ସଇରଇବା ଲକର୍ପାରା ନ ଅଇକରି ଚେତା ଅଇ ଜାଗ୍ରତ୍ ଅଇରଇବାର୍ ଆଚେ । ବିସ୍ବାସ୍ କର୍ବା ବେଲା ଆଗ୍ତୁ ରଇଲେ ମିସା ଆମର୍ ମୁକ୍ତି ପାଇବା ଦିନ୍ ଲଗେ ଅଇଆଚେ । အခန်းကိုကြည့်ပါ။ |