ରମିୟ 13:4 - ସତିଅର୍ ବାଟ୍ ନୁଆ ନିୟମ୍ 20204 ସେମନ୍ ପର୍ମେସରର୍ ଗତିଦାଙ୍ଗ୍ଡାମନ୍ ଆରି ତମର୍ ନିକପାଇସେ କାମ୍ କଲାଇନି । ତମେ ଜଦି କାରାପ୍ କାମ୍ କର୍ତେରଇସା, ତେବେ ସେମନ୍କେ ଡର୍ବାର୍ ଆଚେ । କାଇକେବଇଲେ ତମ୍କେ ଡଣ୍ଡ୍ ଦେବାକେ ତାକର୍ ଅଦିକାର୍ ଆଚେ । ସେମନ୍ ପର୍ମେସରର୍ ଗତିଦାଙ୍ଗ୍ଡା ଆରି ଜେତ୍କି ଲକ୍ କାରାପ୍ କାମ୍ କର୍ତେରଇବାଇ, ସେମନ୍କେ ପର୍ମେସର୍ ଡଣ୍ଡ୍ ଦେବାଇ । အခန်းကိုကြည့်ပါ။ |