7 ସେଟାର୍ ପାଇ ସେମନ୍ ଜେତ୍କି ପାଇବାର୍ ଆଚେ ସେଟା ସେମନ୍କେ ଦେଇଦିଆସ୍ । ତମେ ସିସ୍ତୁ କି ଅଡି ଜାଇଟା ଦେବାର୍ ଆଚେ, ସେଟା ବାନ୍ଦିଦିଆସ୍ ଆରି ସେମନ୍କେ ନାମିକରି ସନ୍ମାନ୍ କରା ।
ପିତର୍ କଇଲା, “ଦେଇସି ।” ପିତର୍ ଗର୍ ବିତ୍ରେ ପୁରୁପୁରୁ ଜିସୁ ତାକେ ପାଚାର୍ଲା, “ସିମନ୍, ତମେ କାଇଟା ବାବ୍ଲାସ୍ନି ? ଏ ଜଗତର୍ ରାଜାମନ୍ କାର୍ଟାନେଅନି ସିସ୍ତୁ ନେବାଇ ? ତାକର୍ ନିଜର୍ ଦେସର୍ ଲକ୍ମନର୍ଟାନେଅନି କି ବିନ୍ ଦେସର୍ ଲକ୍ମନର୍ଟାନେଅନି ?”
ସେମନ୍ କଇଲାଇ, “ରମିୟ ରାଜାର୍ ମୁଉ ଆରି ନାଉଁ ଆଚେ ।” ଜିସୁ ସେମନ୍କେ କଇଲା, “ତେବେ ଜନ୍ଟା ରମିୟ ରାଜାର୍ଟା, ସେଟା ତାକେ ଦିଆସ୍ ଆରି ଜନ୍ଟା ପରମେସରର୍ଟା, ସେଟା ପରମେସର୍କେ ଦିଆସ୍ ।”
ଜିସୁ କଇଲା, “ଏନ୍ତି ବଇଲେ ଜନ୍ଟା ରମିୟ ରାଜାର୍, ସେଟା ରମିୟ ରାଜାକେ ଆରି ଜନ୍ଟା ପର୍ମେସରର୍, ସେଟା ପର୍ମେସର୍କେ ଦିଆସ୍ ।” ଏ କାତା ସୁନିକରି ସେମନ୍ କାବା ଅଇଗାଲାଇ ।
ଏବେ ତୁଇ ଆମ୍କେ କଅ, ରମିୟ ସର୍କାରର୍ ରାଜା କାଇସର୍କେ ସିସ୍ତୁ ଦେବାଟା ଆମର୍ ନିୟମ୍ ଇସାବେ ଟିକ୍ କି ନାଇ ?”
“ସେନ୍ତାର୍ ରଇଲେ ଜନ୍ଟା କାଇସରର୍ଟା ସେଟା କାଇସର୍କେ ଦିଆସ୍, ଜନ୍ଟା ପର୍ମେସରର୍ଟା ସେଟା ପର୍ମେସର୍କେ ଦିଆସ୍ ।” ବଲି କଇଲା ।
ସେ ଲକ୍ମନ୍ ଜିସୁକେ ନିନ୍ଦା କରି ଏନ୍ତି କଇବାର୍ ବସ୍ଲାଇ, “ଏ ଲକ୍ ଆମର୍ ଲକ୍ମନ୍କେ ବୁଲ୍ ସିକିଆ ଦେଇତେ ରଇଲା ଆରି କାଇସର୍ ସମ୍ରାଟ୍କେ ସିସ୍ତୁ ଦିଆସ୍ ନାଇ ବଲି ସିକାଇଲା ବେଲେ ତାକେ ଦାର୍ଲୁ । ଆରି ସେ ନିଜ୍କେ ମୁଇ ପର୍ମେସର୍ ବାଚି ପାଟାଇଲା ରାଜା କିରିସ୍ଟ ବଲି କଇଲାନି ।”
ତମେ କିରିସ୍ଟର୍ଟାନେ ବାଇବଇନି ଅଇଲାର୍ ପାଇ, ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ଆଲାଦ୍ କରି ସନ୍ମାନ୍ କରା ।
ଏଟାର୍ପାଇ ତମେ ସିସ୍ତୁ ମିସା ଦେଲାସ୍ନି, କାଇକେବଇଲେ ସାସନ୍କାରିଆମନ୍ ଟିକ୍ସଙ୍ଗ୍ କାମ୍ କଲାବେଲେ ପରମେସରର୍ ସେବା କର୍ତେ ରଇବାଇ ।
ସାରାସାରି ତମେ ଗଟେକ୍ ଗଟେକ୍ ଲକ୍ ନିଜେ ନିଜେ ଆଲାଦ୍ ଅଇଲାପାରା ନିଜର୍ ନିଜର୍ ମାଇଜିକେ ସେନ୍ତାରି କର୍ବାର୍ ଆଚେ । ଆରି ମାଇଜିମନ୍ ତାକର୍ ମୁନୁସ୍ମନ୍କେ ସନ୍ମାନ୍ ଦେବାର୍ ଆଚେ ।
ଏ ଗତିଦାଙ୍ଗ୍ଡାମନ୍, ଏ ଜଗତେ ରଇବା ସାଉକାର୍ମନର୍ କାତା ମାନିକରି ରୁଆ । ସେମନ୍କେ ସନ୍ମାନ୍ ଦେଇ, ପୁରାପୁରୁନ୍ ମନ୍ ସଙ୍ଗ୍ ନାମିକରି ରୁଆ । ଜେନ୍ତାରି କି ତମେ କିରିସ୍ଟକେ ନାମିକରି ରଇସା ।
ଏଟାର୍ ମିସ୍ତେ ସେମନ୍ ଅଲସ୍ ଅଇବାଟା ସିକ୍ବାଇ । ଆର୍ ଗରେ ତାର୍ ଗରେ ଜାଇ ବେଲା ବିତାଇବାଇ । ତିପୁଲ୍ କାତା କଇ ବିନ୍ ଲକର୍ ବିସଇ କାତାବାର୍ତା ଅଇବାଇ ।
ଜନ୍ ପାର୍ଚିନ୍ମନ୍ ମଣ୍ଡଲିର୍ ନେତା ଅଇ ଡାକିନେଲାଇନି, ସେମନ୍ ଦୁଇଗୁନ୍ ବୁତି ପାଇବା ଦର୍କାର୍ । କାଇକେବଇଲେ ସୁବ୍କବର୍ ଜାନାଇବାଟା ଆରି ସିକାଇବାଟା ସେମନ୍କେ ଦାଇତ୍ ଇସାବେ ଦେଲାଇ ଆଚତ୍ ।
ଜନ୍ ବିସ୍ବାସିମନ୍ ଗତିଦାଙ୍ଗ୍ଡା ଇସାବେ ଗଟେକ୍ ସାଉକାର୍ ତଲେ କାମ୍ କଲାଇନି, ସେମନ୍ ତାକର୍ ସାଉକାର୍ମନ୍କେ ଅଦିକ୍ ସନ୍ମାନ୍ ଦେବାର୍ ଆଚେ । ଜେନ୍ତାରି କି, ପର୍ମେସରର୍ ନାଉଁ ଆରି ଆମେ ସିକାଇବାଟା କେ ନିନ୍ଦା ନ କରତ୍ ।
ସେନ୍ତାରିସେ ତମେ ବିବାଅଇରଇବା ଏ ମୁନୁସ୍ମନ୍, ନିଜର୍ ମାଇଜିମନର୍ ସଙ୍ଗ୍ ବୁଜାମାନା ଅଇରୁଆ । କାଇକେବଇଲେ ସେମନ୍କେ ତମର୍ଟାନେଅନି ଉନା ବପୁଆଚେ । ସେମନ୍କେ ସନ୍ମାନ୍ ଦିଆସ୍, କାଇକେବଇଲେ ପର୍ମେସର୍ ଦେବା ନ ସାର୍ବା ଜିବନ୍ ତମର୍ ସଙ୍ଗ୍ ସେମନ୍କେ ମିସା ମିଲ୍ସି । ତମର୍ ପାର୍ତନା କର୍ବାଟା ବାଦା ନ ଆଇବାକେ ଏ ସବୁ ଆଦେସ୍ ମାନିକରି ରୁଆ ।