ରମିୟ 14:13 - ସତିଅର୍ ବାଟ୍ ନୁଆ ନିୟମ୍ 202013 ସେଟାର୍ ପାଇ ତମର୍ ବିତ୍ରେ ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ବିଚାର୍ କରାନାଇ । ତାର୍ ବାଦୁଲେ ଆମର୍ ବାଇମନର୍ ଚଲାଚଲ୍ତିତେଇ ବିନ୍ ଲକ୍କେ ପାପ୍ କରାଇବା କାଇମିସା ବିସଇ ଆଚେ କି ନାଇ, ସେଟା ଆମେ ନିଜେ ଦେକ୍ବାର୍ ଆଚେ । အခန်းကိုကြည့်ပါ။ |
ଏ ମର୍ ବାଇବଇନିମନ୍, ନିଜର୍ ନିଜର୍ ବିତ୍ରେ କୁଟ୍ କାତା କୁଆ ନାଇ । ଜଦି ବିସ୍ବାସି ବାଇମନର୍ ବିରୁଦେ କୁଟ୍ କାତା କଇ ତାକେ ଦସ୍ ଦେଇସା, ତମେ ପର୍ମେସରର୍ ନିୟମ୍ ବିରୁଦେ କାତା ଅଇଲାସ୍ନି । ଆରି ତାର୍ ନିୟମ୍କେ ବିଚାର୍ କଲାସ୍ନି । ପର୍ମେସରର୍ ନିୟମ୍ ବିଚାର୍ କଲେ, ତମେ ତାର୍ ଆଦେସ୍ ମାନାସ୍ ନାଇ । ମାତର୍ ବିଚାର୍କାରିଆ ଇସାବେ ରଇଲାସ୍ନି ।