ରମିୟ 14:17 - ସତିଅର୍ ବାଟ୍ ନୁଆ ନିୟମ୍ 202017 ପରମେସରର୍ ରାଇଜର୍ ସାସନ୍ ଅବ୍କା ନ କାଇବା କାଦିପିଦିର୍ ନିଅମର୍ପାଇ ନାଇ । ମାତର୍ ତାର୍ ମୁଆଟେ ଦରମ୍ ବଲାଇଅଇବାଟା, ବିନ୍ ଲକ୍ମନର୍ ସଙ୍ଗ୍ ମିସି ସୁକ୍ସାନ୍ତିସଙ୍ଗ୍ ରଇବାଟା, ଆରି ସୁକଲ୍ଆତ୍ମା ଦେଇରଇବା ସାର୍ଦା ବିସଇ ଆଚେ । အခန်းကိုကြည့်ပါ။ |
ମୁଇ ସିମନ୍ ପିତର୍, ଜିସୁକିରିସ୍ଟର୍ ଗଟେକ୍ ଗତିଦାଙ୍ଗ୍ଡା ଆରି ପେରିତ୍ ଅଇଆଚି । ଆମେ ଜେନ୍ତି ଜିସୁକିରିସ୍ଟକେ ବିସ୍ବାସ୍ କରିଆଚୁ, ସେନ୍ତାରି ବିସ୍ବାସ୍ କର୍ବା ଲକ୍ମନ୍କେ ଏ ଚିଟି ଲେକ୍ଲିନି । ସେ ଆମର୍ ପର୍ମେସର୍ ଆରି ମୁକ୍ତିକାରିଆ । ତାକେ ବିସ୍ବାସ୍ କର୍ବାକେ ସେ ଆକା ଆମ୍କେ ବପୁଦେଲାଆଚେ । ସେ କର୍ବା ସବୁ କାମ୍ ଟିକ୍ ଆରି କାଇ ଅନିଆଇ ନାଇ । ।