ରମିୟ 14:18 - ସତିଅର୍ ବାଟ୍ ନୁଆ ନିୟମ୍ 202018 ଆମେ କିରିସ୍ଟକେ ଏ ରକାମ୍ ନାମ୍ଲେ, ପର୍ମେସର୍କେ ସାର୍ଦା କରାଇବୁ ଆରି ବିନ୍ ଲକ୍ମନ୍କେ ନାମାଇବୁ । အခန်းကိုကြည့်ပါ။ |
ଆମେ ଲୁଚ୍ତେ ରଇବା କାମ୍ କି ଲାଜ୍ କରାଇବା କାମ୍ କରୁନାଇ । ଆମେ ଲକ୍ମନ୍କେ ନାଡାଉ ନାଇ । ଆମେ ଜାନାଇତେରଇବା ମାପ୍ରୁର୍ ବାକିଅ ତେଇ ମିଚ୍ ସିକିଆ ମିସାଉ ନାଇ । ମାତର୍ ସବୁଲକ୍ ବୁଜ୍ଲାପାରା ସତ୍ ସିକିଆ ଦେଲୁନି । ଜେନ୍ତାର୍ କି, ମୁଇ କଇଲା ବାକିଅ ଲକ୍ମନ୍ ତାକର୍ ବିବେକ୍ଟାନେ ସତ୍ ବଲି ଜାନ୍ବାଇ । ଆମେ କର୍ବା ସବୁ କାମ୍ ପର୍ମେସରର୍ ମୁଆଟେ ଆଚେ ।