21 ବିନ୍ ଲକ୍ମନ୍ ନିଚ୍ବା କାଦି ଆମେ କାଇବାର୍ ନାଇ । କି ମଦ୍ କାଇବାର୍ ନାଇ । ଆମର୍ ବିତ୍ରେ ରଇବା ଗଟେକ୍ ବାଇ କି ବଇନିକେ ପାପ୍ବାଟେ ଜିବା ବିସଇ ନ କରୁ ।
ବାକିଅ ପୁରାପୁରୁନ୍ ତାକର୍ ମନ୍ ବିତ୍ରେ ଜାଇ ନ ରଏ ଜେ, ସେମନ୍ ସେଟା ବେସି ଦିନ୍ ମାନିକରି ରଇ ନାପାରତ୍ । ବାକିଅର୍ ଲାଗି କସ୍ଟ କି ବେମ୍ଜା ଆଇଲେ, ସେମନ୍ ଦାପ୍ରେସେ ସେଟା ଚାଡିଦେବାଇ ।
ଜିସୁ ପାସ୍ଲି କରି କଇଲା, “ମର୍ ମୁଆଟେଅନି ଦୁରିକେ ଜା ସଇତାନ୍ । ତୁଇ ମର୍ ବାଟ୍ ଚୁଟିଦେଲୁସ୍ନି । ମକେ ନିଚୁ ବଲି କଅ ନାଇ । କାଇକେ ବଇଲେ ତମର୍ ଚିନ୍ତା ମୁନୁସ୍ମନର୍ତେଇଅନି, ପର୍ମେସରର୍ତେଇ ଅନି ନାଇ ।”
ସେଟାର୍ ପାଇ ତମର୍ ବିତ୍ରେ ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ବିଚାର୍ କରାନାଇ । ତାର୍ ବାଦୁଲେ ଆମର୍ ବାଇମନର୍ ଚଲାଚଲ୍ତିତେଇ ବିନ୍ ଲକ୍କେ ପାପ୍ କରାଇବା କାଇମିସା ବିସଇ ଆଚେ କି ନାଇ, ସେଟା ଆମେ ନିଜେ ଦେକ୍ବାର୍ ଆଚେ ।
ପରମେସରର୍ ରାଇଜର୍ ସାସନ୍ ଅବ୍କା ନ କାଇବା କାଦିପିଦିର୍ ନିଅମର୍ପାଇ ନାଇ । ମାତର୍ ତାର୍ ମୁଆଟେ ଦରମ୍ ବଲାଇଅଇବାଟା, ବିନ୍ ଲକ୍ମନର୍ ସଙ୍ଗ୍ ମିସି ସୁକ୍ସାନ୍ତିସଙ୍ଗ୍ ରଇବାଟା, ଆରି ସୁକଲ୍ଆତ୍ମା ଦେଇରଇବା ସାର୍ଦା ବିସଇ ଆଚେ ।
ତେବେ ମୁଇ ପୁଜ୍ଲା ମାଉଁସ୍ କାଇଲାର୍ ଲାଗି ମର୍ ବାଇବଇନିମନ୍କେ ପାପ୍ କରାଇଲିନି ବଇଲେ, ମୁଇ କେବେ ମିସା ସେଟା ନ କାଇ । କାଇକେବଇଲେ ସେଟାର୍ଲାଗି ମର୍ ବାଇବଇନିମନ୍ ପାପେ ନ ପଡତ୍ ।
ମାତର୍ କାଇଟା କାଇଲାସ୍ନି ସେ ବିସଇନେଇ ଜାଗ୍ରତ୍ ରୁଆ । ତମେ ଜନ୍ଟା କାଇଲାର୍ ଲାଗି ତମର୍ ଜନ୍ ବାଇର୍ ବିସ୍ବାସ୍ ଡାଟ୍ ନାଇ, ସେ ତମର୍ଲାଗି ପାପ୍ କର୍ବାର୍ ନାଇ ।
ସେନ୍ତାର୍ଆଲେ ଟିକ୍ ବିସଇ କନ୍ଟା ବଲି ବାଚିକରି କରିପାର୍ସା । ଆରି ଏବେଅନି କିରିସ୍ଟ ବାଉଡି ଆଇବାଜାକ ସବୁ ପାପେଅନି ମୁକ୍ଲିକରି କାଇ ଦସ୍ ନ ଅଇକରି ରଇପାର୍ସା ।
ସଲକ୍ ବାଟେ ଇଣ୍ଡିଜା । ସେନ୍ତାର୍କଲେ ତମର୍ ନ ଆଇବା ପାଦ୍ ନିକଅଇ ଡାଁଟ୍ ଅଇସି ।
ମାତର୍ ତମର୍ ଚଲାଚଲ୍ତିଟାନେ କେତଟା ବିସଇ ମର୍ ମନ୍କେ ଜାଏନାଇ । କାଇକେବଇଲେ ତମର୍ ବିତ୍ରେ କେତେକ୍ ଲକ୍ ବାଲାମର୍ ସିକିଆ ମାନ୍ଲାସ୍ନି । ଇସ୍ରାଏଲର୍ ଲକ୍ମନ୍କେ ପାପ୍ବାଟେ ଡାକିନେବାକେ, ସେ ବାଲାକ୍କେ ସିକାଇରଇଲା । ସେମନ୍କେ ମୁର୍ତିମନ୍କେ ସର୍ପି ଦେଇରଇବା କାଦି କାଇବାକେ ଆରି ବେସିଆ କାମ୍ କର୍ବାକେ ସେ ସିକାଇତେରଇଲା ।