ରମିୟ 14:22 - ସତିଅର୍ ବାଟ୍ ନୁଆ ନିୟମ୍ 202022 ଏ ବିସଇନେଇ ତମେ କାଇଟା ବିସ୍ବାସ୍ କଲାସ୍ନି ସେଟା ପରମେସରର୍ ଆରି ତମର୍ ବିତ୍ରେ ରଅ । ଜନ୍ ଲକ୍ମନ୍ ନିଜର୍ ଚଲାଚଲ୍ତିର୍ପାଇ ନିଜର୍ ବିବେକ୍ ସେମନ୍କେ ଦସ୍ ନ ଦାରେ, ସେ କେଡେକ୍ କରମର୍ ଲକ୍ । အခန်းကိုကြည့်ပါ။ |
ବାଇମନ୍ ଆମେ ବଡ୍ପନ୍ ଅଇକରି କଇବା ଗଟେକ୍ କାତା ଆଚେ । ସେଟା ଆମେ ସତ୍ ବଲି ଜାନ୍ଲୁନି ଆରି ସେଟା ଅଇଲାନି, । ସବୁଲକର୍ଟାନେ ଆରି, ତମର୍ଟାନେ ମିସା ଆମର୍ ଚଲାଚଲ୍ତି ସୁକଲ୍ ଆରି ଦରମ୍ ଆଚେ । ଏଟା ଆମର୍ ବିବେକ୍ ସାକି ଦେଲାନି । ଲକ୍ମନର୍ ଗିଆନ୍ ଇସାବେ ଆମେ କରୁନାଇ, ମାତର୍ ପର୍ମେସରର୍ ଜିବନ୍ ଦୁକାଇଲା ବପୁର୍ ସଙ୍ଗ୍ ଏ ସବୁଜାକ କଲୁନି ।