ରମିୟ 14:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 ଜନ୍ ଲକ୍ମନ୍ ସବୁଜାକ କାଇବାଇ, ସେମନ୍ ଆମେ ଅବ୍କା ସାଗ୍ଡାଲ୍ କାଇବା ଲକର୍ଟାନେଅନି ବଡ୍ ବଲି ବାବ୍ବାର୍ ନାଇ । ସେନ୍ତାରିସେ ଜନ୍ଲକ୍ମନ୍ ଅବ୍କା ସାଗ୍ଡାଲ୍ସେ କାଇବାଇ, ସେମନ୍ ଆମେ ସବୁରକାମର୍ କାଦିକାଇବା ଲକ୍ମନର୍ଟାନେଅନି ବଡ୍ ବଲି ବାବ୍ବାର୍ନାଇ । କାଇକେବଇଲେ ପର୍ମେସର୍ ଦୁଇ ଦଲର୍ ଲକ୍ମନ୍କେ ମିସା ବାଚ୍ଲା ଆଚେ । အခန်းကိုကြည့်ပါ။ |