7 ଆମର୍ ବିତ୍ରେ ସବୁଲକ୍ ଦର୍ତନିତେଇ ବଁଚିରଇଲେ କି ମରିଗାଲେ ମିସା ପର୍ମେସରର୍ ।
କାଇକେବଇଲେ କିରିସ୍ଟ ମରିଗାଲା ଆରି ମଲାତେଇଅନି ଆରିତରେକ୍ ଉଟ୍ଲା । ସେଟାର୍ପାଇ ସେ ମଲାଲକ୍ମନ୍କେ ଆରି ଜିବନ୍ ରଇଲା ଲକ୍ମନ୍କେ ସାସନ୍ କର୍ସି ।
ମୁଇ ସତଇସେ ଜାନ୍ଲିନି ଜେ, ପର୍ମେସର୍ ଜନ୍ ବଡ୍ ଆଲାଦ୍ ଆମ୍କେ ଦେକାଇଲାଆଚେ, ସେ ଆଲାଦେଅନି କାଇଟା ମିସା ଆମ୍କେ ବେଗ୍ଲାଇ ନାପାରେ । ଆମେ ମରିଗାଲେ କି ଜିବନ୍ ରଇଲେ, ସରଗର୍ ଦୁତ୍ ଅଅତ୍ କି ସାସନ୍କାରିଆମନ୍, କି କାଇ ବିନ୍ ବପୁ, କି ଏବେ ଜନ୍ଟା ଅଇଲାନି, ପଚ୍କେ ଜନ୍ଟା ଅଇସି,
ସେ ସବୁ ଲକର୍ପାଇ ମଲାଆଚେ । ଜେନ୍ତି କି ଜନ୍ଲକ୍ମନ୍ ବଁଚି ଆଚତ୍, ସେମନ୍ ନିଜର୍ ପାଇ ନ ବଁଚତ୍ । ଜେ ତାକର୍ ପାଇ ମରିକରି ଜିବନ୍ ଅଇ ଉଟ୍ଲା, ଅବ୍କା ତାର୍ ପାଇସେ ବଁଚ୍ବାର୍ ଆଚେ ।
ସେ ଆମର୍ ଲାଗି ତାର୍ ଜିବନ୍ ଦେଲା । ଜେନ୍ତିକି ଆମେ ଜାଗ୍ରତ୍ ଅଇକରି ରଇଲେ କି ସଇକରି ରଇଲେ ମିସା ତାର୍ ସଙ୍ଗ୍ ଜିଇକରି ରଇବାର୍ ଅଇସି ।
ଏ ଜିସୁ କିରିସ୍ଟ ଆମର୍ ଲାଗି ମର୍ବାକେ ନିଜେ ସର୍ପିଅଇଲା । ପାପର୍ ବାନ୍ଦନେଅନି ମୁକ୍ଲାଇବାକେ ଆରି ତାର୍ପାଇ ସୁକଲ୍ ଲକ୍ କରାଇବାକେ ସେ ଏନ୍ତି କଲା । ସେ ଦେକ୍ବା ଇସାବେ, ଦରମ୍ କାମ୍ କର୍ବାକେ ବେସି ମନ୍ କର୍ବା ଲକ୍ ଅଇବାକେ ମିସା ।
ତେବର୍ପାଇ ତମର୍ ମନ୍କେ ଜାଗରତ୍ କରା । ଜେନ୍ତାରିକି, ଏବେ ଅନି ତମର୍ ମରନ୍ ଜାକ, ପର୍ମେସର୍ ମନ୍ କଲା ଇସାବେ ଚଲାଚଲ୍ତି କର୍ସା । ତମର୍ ପାପର୍ ଗୁନ୍ ଚଲନ୍ ଇସାବେ କରାନାଇ ।