11 ଆରିତରେକ୍ ସେ କଇଲାଆଚେ “ଜେତ୍କି ଜିଉଦି ନ ଅଇଲା ଲକ୍ମନ୍ ପର୍ମେସର୍କେ ତୁସ୍ତିକରା !” ଆରି ଗୁଲାଇ ମୁନୁସ୍ ଜାତି ତାକେ ଡାକ୍ପୁଟା କରା ।
ଆରି ଜିସାଇଅ କଇଆଚେ, “ଜେସିର୍ କୁଟୁମେଅନି ଗଟେକ୍ ଲକ୍ ବାରଇସି, ସେ ଜିଉଦି ନଇଲା ଲକ୍ମନ୍କେ ସାସନ୍ କର୍ସି ଆରି ସେମନ୍ ତାକେ ବିସ୍ବାସ୍ କର୍ବାଇ ।”