12 ଆରି ଜିସାଇଅ କଇଆଚେ, “ଜେସିର୍ କୁଟୁମେଅନି ଗଟେକ୍ ଲକ୍ ବାରଇସି, ସେ ଜିଉଦି ନଇଲା ଲକ୍ମନ୍କେ ସାସନ୍ କର୍ସି ଆରି ସେମନ୍ ତାକେ ବିସ୍ବାସ୍ କର୍ବାଇ ।”
ତାକେ ସବୁ ଦେସର୍ ଲକ୍ ଆସା କର୍ବାଇ ।”
ଜଦି କିରିସ୍ଟର୍ ଟାନେ ଆମର୍ ଆସା କରିରଇବାଟା ଏ ଜଗତର୍ ଜିବନ୍ ସଙ୍ଗ୍ ସାର୍ସି, ତେବେ ସବୁଲକର୍ ତେଇଅନି ଆମର୍ କେଡେକ୍ କାକୁର୍ତିର୍ କରମ୍ ।
ଏଟାର୍ ଲାଗି ମୁଇ ଏ ବନ୍ଦିଗରେ ଦୁକ୍ କସ୍ଟ ପାଇଲିନି । ପାଇଲେ ମିସା ଲାଜ୍ ଅଇନାଇ । କାଇକେବଇଲେ ମୁଇ ଜାକେ ବିସ୍ବାସ୍ କରିଆଚି, ତାକେ ଜାନି, ଆରି ମୁଇ ତାକେ ଜନ୍ଟା ସର୍ପି ଆଚେ, ସେଟା ସେ ବାଉଡି ଆଇବା ଦିନ୍ ଜାକ, ଜତନ୍ କରି ସଙ୍ଗଇବାକେ ତାର୍ ବପୁ ଆଚେ । ଏଟା ମୁଇ ଡାଟ୍ ସଙ୍ଗ୍ ବିସ୍ବାସ୍ କଲିନି ।
ଜିସୁକିରିସ୍ଟର୍ ଲାଗି ତମେ ଏବେ ପର୍ମେସର୍କେ ବିସ୍ବାସ୍ କଲାସ୍ନି । ସେ ଆକା କିରିସ୍ଟକେ ମରନେଅନି ଉଟାଇକରି ଡାକ୍ପୁଟା କଲା ଆଚେ । ତେବର୍ପାଇ ତମର୍ ବିସ୍ବାସ୍ ଆରି ଆସା ଏବେ ପର୍ମେସର୍ଟାନେ ଆଚେ ।
ଜେତ୍କି ଲକ୍ କିରିସ୍ଟର୍ ପାରା ଅଇବୁ ବଲି ଆସା କଲାସ୍ନି, ନିଜେ ପାପ୍ କାମ୍ ଚାଡି ସୁକଲ୍ ରଇବାର୍ ଆଚେ । ଜେନ୍ତାରିକି କିରିସ୍ଟ କେବେ ପାପ୍ ନ କରେ ।
“ମୁଇ ଜିସୁ, ମଣ୍ଡଲିଟାନେ ରଇବା ତମ୍କେ ସବୁ ଲକ୍କେ ଏ ବିସଇ ଜାନାଇବାକେ ମର୍ ଦୁତ୍କେ ପାଟାଇଆଚି । ମୁଇ ଦାଉଦର୍ କୁଟୁମେ ଆଚି । ମୁଇ କୁକ୍ଡା ଡାକ୍ବାବେଲେ ଉଜଲ୍ଦେବା ତାରା ।”
ତାର୍ପଚେ ଗଟେକ୍ ପାର୍ଚିନ୍ ମକେ କଇଲା, “କାନ୍ଦ୍ନାଇ, ଏଦେ ଦେକା ! ଜିଉଦା ବଁସେଅନି ଆଇବା ସିଅଁ, ଜେ କି ଦାଉଦର୍ ଗଟେକ୍ ଡାକ୍ପୁଟାର୍ ନାତିତିତି, ସେ ଜିତ୍ଲାଆଚେ । ସେ ସାତ୍ଟା ସିଲ୍ ବାଙ୍ଗାଇସି ଆରି କାଗଜ୍ ମେଲାକରି ପାର୍ସି ।”