17 କିରିସ୍ଟ ଜିସୁର୍ତେଇ ମକେ ମିସାଇଲାର୍ପାଇ, ତାର୍ ଏ ସେବା କାମ୍ କର୍ବାକେ ମୁଇ ମୁଲ୍କେ ଲାଜ୍ ଅଇନାଇ ।
ଜଦି ଅବ୍ରାଆମ୍ ନିଜର୍ କରିରଇବା କାମେଅନି ସେ ପରମେସରର୍ ମୁଆଟେ ଦରମ୍ ଲକ୍ ବଲାଇ ଅଇତା, ସେ ବଡ୍ପନ୍ କାତା କଇପାର୍ତା । ମାତର୍ ସେଟା ପରମେସରର୍ ମୁଆଟେ ଅଇ ନାପାରେ ।
ସେନ୍ତାର୍ଆଲେ ମୁଇ ବଡ୍ପନ୍ ଅଇ କଇଲା ଟାନେ କାଇ ଲାବ୍ ନଇଲେ ମିସା ମୁଇ ବଡ୍ପନ୍ ଅଇ କାତା ଅଇବି । ଏବେ ମୁଇ ଦର୍ସନ୍ ବିସଇ ଆରି ମାପ୍ରୁ ମକେ ଜାନାଇଲା ବିସଇ ତମ୍କେ କଇବି ।
ତମର୍ ଲଗେ ମର୍ ବିସ୍ବାସ୍ ଆଚେ । ଆରି ମୁଇ ତମର୍ ବିସଇନେଇ ବଡ୍ପନ୍ ଅଇଲିନି । ଆମେ ବେସି ଦୁକ୍ କସ୍ଟ ଆଇଲେ ମିସା ସାଆସ୍ ଦାରି ଆଚୁ । ମର୍ ମନ୍ବିତ୍ରେ ସାର୍ଦା ଅଦିକ୍ ଅଦିକ୍ ଅଇକରି ଉଚ୍ଲି ଗାଲାନି ।
କାଇକେ ବଇଲେ ଆମେସେ ସତଇସେ ପର୍ମେସରର୍ ଲକ୍ । ଆମେସେ ସୁକଲ୍ଆତ୍ମାର୍ ସାଇଜ ସଙ୍ଗ୍ ପର୍ମେସର୍କେ ଜୁଆର୍ କଲୁନି । ଆମେ ଜିସୁ କିରିସ୍ଟକେ ଡାକ୍ପୁଟା କଲୁନି । ଆମର୍ ନିଜର୍ ରିତିନିତି ସେ ମୁକିଅ ବଲି ଚଲୁନାଇ ।
ତେବର୍ ପାଇ ସେଟା ଦର୍କାର୍ ରଇଲା ଜେ ଆମେ ଜନ୍ଲକ୍ମନ୍କି ତାର୍ ବାଇବଇନି ଅଇଲୁଆଚୁ, ସେ ସମାନ୍ ଆମର୍ ପାରା ଅଇରଇବାକେ । ସେନ୍ତାର୍ ଆଲେ ସେ ଆମର୍ ପର୍ମେସର୍ ଟାନେ ରଇବା ସତ୍ସଙ୍ଗ୍ ଆରି ଦୟାସଙ୍ଗ୍ ରଇବା ବଡ୍ ପୁଜାରି । ସେ ଆମର୍ ବଡ୍ ପୁଜାରି ଅଇଲାକେ ଆମର୍ ପାପର୍ କେମା ଅଇଲା ।
ଜିଉଦିମନର୍ ଜେତ୍କି ବଡ୍ ପୁଜାରିମନ୍ ତାକର୍ ନିଜର୍ ଲକ୍ମନର୍ତେଇଅନି ବାଚାଇଅଇବାଇ । ତାକର୍ବାଟେଅନି ପାପ୍ କେମା କର୍ବା ବଲି ଆରି ସର୍ପିଦେବା ବଲି, ଦେଇକରି ପର୍ମେସର୍କେ ସେବା କର୍ବାଇ ।