ରମିୟ 15:18 - ସତିଅର୍ ବାଟ୍ ନୁଆ ନିୟମ୍ 202018 ଜିଉଦି ନ ଅଇଲା ଲକ୍ମନ୍କେ ପର୍ମେସରର୍ ଆଦେସ୍ ମାନ୍ବାକେ କିରିସ୍ଟ ମକେ ଦେଇକରି ଜନ୍ଟା ସାଦନ୍ କଲାଆଚେ, ଅବ୍କା ସେଟାସେ ମୁଇ ଡାଟ୍ ସଙ୍ଗ୍ କଇବି । କାଇଟା କଇବାର୍ଆଚେ, ଆରି କାଇଟା କର୍ବାର୍ଆଚେ, ସେମକେ ଜାନାଇଲାକେ ଏଟା ଅଇଲା । အခန်းကိုကြည့်ပါ။ |
ମୁଇ ଜଦି ବଡ୍ପନ୍ ଅଇ କାତା ଅଇବାକେ ମନ୍ କଲେ, ସେଟା ବୁଦି ନ ରଇଲା ଲକ୍ ବଡ୍ପନ୍ ଅଇଲାପାରା ନ ଅଏ । ମୁଇ କଇବାଟା ସବୁ ସତ୍ । ମାତର୍ ମୁଇ ବଡ୍ପନ୍ ଅଇକରି କାତା ନ ଅଇ । କାଇକେବଇଲେ ଲକ୍ମନ୍ କେଡେବେଲେ ମିସା ମକେ ମୁଇ ଜେତ୍କି ଆଚି, ତାର୍ତେଇଅନି ଅଦିକ୍ ଗଟେକ୍ ବଡ୍ ଲକ୍ ଇସାବେ ଦେକ୍ବାଇ । ମୁଇ କର୍ବା କାମ୍ ଦେକିକରି ଆରି ମୁଇ କଇବା କାତା ସୁନିକରିସେ ସେମନ୍ ମାନ୍ବାଇ ।