24 ସାରାସାରି ଏବେ ମୁଇ ତମ୍କେ ଦେକ୍ବାକେ ଆସିଅଇସି । ଏସ୍ପେନ୍ ଦେସେ ଜିବା ବାଟେ ତମ୍କେ ଦେକିଆଇବି ବଲି ବାବ୍ଲିଆଚି । ତମର୍ଟାନେ ସାର୍ଦାସଙ୍ଗ୍ କେତେ ବେଲା ବିତାଇଲା ପଚେ ତମର୍ ସାଇଜେ ଏସ୍ପେନ୍ ଦେସେ ଉଟିଜିବି ।
ଆନ୍ଟିଅକର୍ ମଣ୍ଡଲି ସେମନ୍ ଜିବାଟା ସୁବିଦା କରିଦେଇ ପାଟାଇଲାଇ । ସେମନ୍ ପିନିସିଆ ଆରି ସମିରଣ୍ ବାଟ୍ ଦେଇ ଜିବାବେଲେ, ଜିଉଦି ନଇଲା ଲକ୍ମନ୍ କେନ୍ତି ମନ୍ ବାଦ୍ଲାଇକରି ପରମେସର୍କେ ନାମ୍ଲାଇ, ସେ ବିସଇ ଜାନାଇଲାଇ । ଏ କାତା ସୁନି ବିସ୍ବାସି ବାଇମନ୍ ବେସି ସାର୍ଦା ଅଇଲାଇ ।
ଏ ସବୁ ଗଟ୍ନା ପଚେ ପାଉଲ୍ ମାସିଦନିଆ ଆରି ଆକାୟା ବାଟ୍ ଦେଇ ଜିରୁସାଲମେ ଜିବାକେ ଟିକ୍ କଲା । ସେ କଇଲା, “ତେଇ ଗାଲା ପଚେ, ମୁଇ ରମ୍ ଦେସେ ମିସା ଜିବାର୍ ଆଚେ ।”
ମାତର୍ ସେମନର୍ ସଙ୍ଗ୍ ଗଟେକ୍ ଆଟ୍ ରଇଲା ପଚେ, ଆମେ ସେମନ୍କେ ଚାଡିକରି ଆମର୍ ବାଟେ ଉଟି ଆଇଲୁ । ଆମ୍କେ ପାଟାଇ ଦେବାକେ ସେମନ୍ ନିଜର୍ ନିଜର୍ ପିଲା ମାଇଜି ସଙ୍ଗ୍ ଗଡ୍ ବାଇରେ ରଇବା, ସମ୍ଦୁର୍ କଣ୍ଡିଜାକ ଆଇଲାଇ । ତେଇ ଆମେ ସବୁ ଲକ୍ ମାଣ୍ଡିକୁଟା ଦେଇ ପାର୍ତନା କଲୁ ।
ଏଟାର୍ ଲାଗି ତମର୍ ବିସ୍ବାସେଅନି ମର୍ ବିସ୍ବାସ୍ ଡାଟ୍ ଅଇସି ଆରି ମର୍ ବିସ୍ବାସେଅନି ତମର୍ ବିସ୍ବାସ୍ ଡାଟ୍ ଅଇସି ।
ଆରି ମର୍ ଏ କାମ୍ ସାରାଇକରି ସେମନର୍ ସାଇଜର୍ପାଇ ଆନିରଇବା ଡାବୁ ସର୍ପିଦେଲା ପଚେ, ମୁଇ ଇସ୍ପେନ୍ଦେସେ ଜିବାକେ ବାରଇବି । ଆରି ବାଟେ ତେବିକରି ତମ୍କେ ଦେକ୍ବି ।
କାଇକେବଇଲେ ମୁଇ ମାକିଦନିଆଇ ଜିବାବାଟେ ତମର୍ଟାନେ ଆସି ରଇବି ବଲି ମନ୍କଲି । ଆରି ମୁଇ ଗରେ ବାଅଡ୍ବାବେଲେ ଆରିତରେକ୍ ତମର୍ଟାନେ ତେବ୍ବି ବଲି ମନ୍ କଲି । କାଇକେବଇଲେ ମୁଇ ଜେବେ ଜିଉଦା ଦେସେ ଜିବାକେ ବାରଇବି, ସେ ବେଲେ ତମେ ମକେ ସାଇଜ କରି ପାରାସ୍ ।
ତାକର୍ ବିତ୍ରେଅନି କେତେକ୍ ଲକ୍ ଇତିର୍ ମଣ୍ଡଲିର୍ ଲକ୍ମନ୍କେ ତମର୍ ଆଲାଦର୍ ବିସଇ କାତା ଅଇଲାଇଆଚତ୍ । ସେନ୍ତାରି ଲକ୍ମନ୍କେ, ଜେଡେବେଲେ ତମ୍କେ ଚାଡି ଅଲ୍ଗା ଜାଗାମନ୍କେ ଜିବାବେଲେ, ଆଗ୍କେ ପଚ୍କେ କାଇଟା ନ ବାବିକରି ସାଇଜ କରିଲାଗିରୁଆ ।