ରମିୟ 15:27 - ସତିଅର୍ ବାଟ୍ ନୁଆ ନିୟମ୍ 202027 ସେମନ୍ ବେସି ସାର୍ଦାଅଇ ଏ ସାଇଜ ଦେଲାଇନି । ଏଟା ଦେଇକରି ସେମନ୍ ଟିକ୍ ବିସଇ କଲାଇ । କାଇକେବଇଲେ, ଜିରୁସାଲେମେ ରଇବା ବିସ୍ବାସିମନର୍ ଟାନେ ସେମନ୍ ରୁନି ଅଇଆଚତ୍ । ସେଟା କେନ୍ତିବଇଲେ ଜିଉଦିମନର୍ଟାନେଅନିସେ ପର୍ମେସରର୍ ବାକିଅ ଇତିର୍ ଜିଉଦି ନ ଅଇଲା ଲକ୍ମନ୍କେ ଆନିରଇଲା । ସେଟାର୍ପାଇ ତେଇର୍ ଅର୍କିତ୍ ଜିଉଦିମନ୍କେ କେତେକ୍ ଡାବୁ ସାଇଜ ପାଟାଇବାଟା ନିକ ବିସଇ । အခန်းကိုကြည့်ပါ။ |