ରମିୟ 15:31 - ସତିଅର୍ ବାଟ୍ ନୁଆ ନିୟମ୍ 202031 ଜିଉଦା ଦେସେ ରଇବା ବିସ୍ବାସି ନ କଲା ଲକ୍ମନର୍ ଟାନେଅନି ମକେ କାଇଟା ନ ଅଅ ବଲି ପାର୍ତନା କରା । ଜିରୁସାଲାମର୍ ବିସ୍ବାସିମନ୍କେ ଜନ୍ ସାଇଜ ମୁଇ ନେଇଦେଲିନି, ସେତ୍କିରେ ସେମନ୍ ସାର୍ଦାସଙ୍ଗ୍ ରଅତ୍, ବଲି ସେଟାର୍ପାଇ ମିସା ପାର୍ତନା କରା । အခန်းကိုကြည့်ပါ။ |
ସେ ବିଚାର୍ନା ଜାଗାଇ ଜେତ୍କି ଜିଉଦି ନ ଅଇଲା ଲକ୍ମନ୍ ରୁଣ୍ଡିରଇଲାଇ, ସେମନ୍କେ ସବୁକେ ଜିସୁକିରିସ୍ଟର୍ ସୁବ୍କବର୍ ଜେନ୍ତାରିକି ମୁଇ ପୁରାପୁରୁନ୍ ବାବେ ଜାନାଇପାର୍ବି, ସେଟାର୍ପାଇ ମାପ୍ରୁ ମର୍ସଙ୍ଗ୍ ରଇକରି ମକେ ବପୁଦେଲାଆଚେ । ସେ ବିଚାର୍ନାର୍ ସାରାସାରି ମକେ କାଇବାକେ ଆସିରଇବା ଗଟେକ୍ ସିଅଁର୍ ଟାନେଅନି ରକିଆ କଲାପାରା ମାପ୍ରୁ ରକିଆ କଲା ।