6 ଜଦି ସେଟା ଅଇଲେ ଆମର୍ ମାପ୍ରୁ ଜିସୁକିରିସ୍ଟର୍ ବାବା ଆରି ଆମର୍ ପର୍ମେସର୍କେ ଡାକ୍ପୁଟା କର୍ବାତେଇ ତମେ ସବୁ ଗଟେକ୍ ଅଇସା ।
ଜିସୁ ତାକେ କଇଲା, “ମକେ ଦାରି ର ନାଇ, ଏବେ ଜାକ ମୁଇ ବାବା ପର୍ମେସର୍ ଲଗେ ଜାଇନାଇ । ମାତର୍ ତୁଇ ଜାଇକରି ମର୍ ବାଇମନ୍କେ କଅ, ମୁଇ, ମର୍ ବାବା ଆରି ସେମନର୍ ବାବା, ମର୍ ପର୍ମେସର୍ ଆରି ସେମନର୍ ପର୍ମେସରର୍ ଲଗେ ବାଉଡି ଗାଲିନି ।”
ବିସ୍ବାସିମନ୍ ସବୁ କାତା ସୁନ୍ଲା ପଚେ ଗଟେକ୍ ଅଇ ପର୍ମେସର୍କେ ଏ ପାର୍ତନା କଲାଇ, ଏ ମାପ୍ରୁ ! ସରଗ୍, ଦର୍ତନି, ସମ୍ଦୁର୍ ଆରି ତେଇ ରଇବା ସବୁ ବିସଇ ତମେସେ ତିଆର୍ କଲାସ୍ !
ସବୁ ବିସ୍ବାସିମନ୍ ଗଟେକ୍ ବିସଇ ଚିନ୍ତା କରି ମନ୍ କଲାଇ । କେ ମିସା ନିଜର୍ ସଁମ୍ପତି ନିଜର୍ ବଲି ଦାବି ନ କର୍ତେ ରଇଲାଇ । ତାକର୍ଟାନେ ଜେତ୍କି ରଇଲା ସେଟା ସବୁଲକ୍ ସମାନ୍ କରି ବାଟାସାଟା କର୍ତେ ରଇଲାଇ ।
ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ବାବା ପର୍ମେସର୍କେ ଦନିଅବାଦ୍ ଦେଉଁ । ସେ ଆମର୍ ଦୟାକାରିଆ ବାବା ଆରି ଜାର୍ ଟାନେଅନି କି ଆମ୍କେ ସବୁ ବିସଇର୍ ସାଇଜ ଆଇସି ।
ମୁଇ ତମ୍କେ ଜେତ୍କି ବିସଇ କଇଲି, ସେଟା ସବୁ ସତ୍ । ଗଟେକ୍ ମିସା ମିଚ୍ ନଏଁ । ଆମର୍ ମାପ୍ରୁ ଜିସୁର୍ ବାବା ପର୍ମେସର୍ ଏଟା ଜାନେ । ସେ ଜୁଗ୍ ଜୁଗ୍ ଡାକ୍ପୁଟା ପାଅ ।
ଆରି ଡାକ୍ପୁଟାର୍ ବାବା, ଆମର୍ ମାପ୍ରୁ ଜିସୁକିରିସ୍ଟର୍ ପର୍ମେସର୍କେ ପାର୍ତନା କଲିନି । ଜେନ୍ତିକି ସେ ତମ୍କେ ସୁକଲ୍ ଆତ୍ମା ଦେଇସି । ସେ ଆତ୍ମା ତମ୍କେ ଗିଆନ୍ କରାଇସି ଆରି ପର୍ମେସର୍କେ ତମର୍ ମୁଆଟେ ଦେକାଇସି ।
ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ବାବା ପର୍ମେସର୍ ଦନିଅବାଦ୍ ପାଅ । କାଇକେ ବଇଲେ ସେ ଆମ୍କେ କିରିସ୍ଟର୍ ସଙ୍ଗ୍ ମିସାଇକରି ସର୍ଗେ ରଇବା ସବୁଜାକ ଆତ୍ମାଇଅନି ମିଲାଇବା ଆସିର୍ବାଦ୍ ଦେଇଆଚେ ।
ଆମେ ତମର୍ପାଇ ପାର୍ତନା କଲାବେଲେ ଆମର୍ ମାପ୍ରୁ ଜିସୁକିରିସ୍ଟର୍ ବାବା ପର୍ମେସର୍କେ ଦନିଅବାଦ୍ ଦେଲୁନି ।
ଆମର୍ ମାପ୍ରୁ ଜିସୁକିରିସ୍ଟର୍ ବାବା ପର୍ମେସର୍କେ ଦନିଅବାଦ୍ ଦେଉଁ । କାଇକେବଇଲେ ସେ ଜବର୍ ଅଇତେ ଦୟା କଲାର୍ପାଇ ଆମ୍କେ ନୁଆ ଜିବନ୍ ଦେଲା ଆଚେ । ଜିସୁକିରିସ୍ଟକେ ମଲାଟାନେଅନି ଉଟାଇକରି ଏନ୍ତାରି କରିଆଚେ । ଆମେ ମଲେ ମିସା ଆମ୍କେ ଉଟାଇସି ବଲିକରି ପୁରାପୁରୁନ୍ ଆସାଆଚେ ।
ତାର୍ ବାବା ପର୍ମେସର୍କେ ସେବା କର୍ବାପାଇ ସେ ଆମ୍କେ ଗଟେକ୍ ରାଜାର୍ କୁଟୁମେ ପୁଜାରି କଲାଆଚେ । ସେ କାଲ୍ କାଲ୍ ଜୁଗ୍ ଜୁଗ୍ ବପୁ ଆରି ମଇମା ପାଅ । ଆମେନ୍ ।