ରମିୟ 15:9 - ସତିଅର୍ ବାଟ୍ ନୁଆ ନିୟମ୍ 20209 ଜିଉଦି ନ ଅଇଲା ଲକ୍ମନ୍କେ ପର୍ମେସର୍ ତାର୍ ଦୟା ଦେକାଇସି, ଆରି ସେମନ୍ ତାକେ ଡାକ୍ପୁଟା କର୍ବାଇ । ଜେନ୍ତାରି କି ସେମନ୍ ତାକେ ଡାକ୍ପୁଟା କର୍ବାଇ । ଏ ବିସଇ ସାସ୍ତରେ ଲେକା ଆଚେ । ମୁଇ ଜିଉଦିନଇଲା ଲକ୍ମନର୍ ବିତ୍ରେ ତମ୍କେ ଡାକ୍ପୁଟା କର୍ବି, ସବୁବେଲା ତମର୍ ଡାକ୍ପୁଟାର୍ ଗିତ୍ ଗାଇବି । အခန်းကိုကြည့်ပါ။ |