12 ମାପ୍ରୁର୍ ସେବାଇ ଲାଗିରଇଲା ତିରିପନ୍ ଆରି ତିରିପସା ଆରି ମାପ୍ରୁର୍ ପାଇ ବେସି କସ୍ଟ ପଡିରଇବା ଆଲାଦର୍ ପର୍ସିସ୍କେ ମର୍ ଜୁଆର୍ ଜାନାଇଦିଆସ୍ ।
ତମେ ଜଦି ନିଜର୍ ନିଜର୍ ବାଇମନ୍କେସେ ଜୁଆର୍ କର୍ସା, ତେବେ ଆରି ଅଦିକ୍ କାଇଟା କଲାସ୍ନି ? ବିସ୍ବାସ୍ ନକଲା ଲକ୍ମନ୍ ମିସା ସେଟା କର୍ବାଇ ।
ତେବର୍ପାଇ ‘କେତ୍ ରଇଲା ପଦାଇ କାଟ୍ବାକେ ବେସି ଲକ୍କେ ପାଟାଆ’ ବଲି ତାସ୍ କଲା ସାଉକାର୍କେ ପାର୍ତନା କରା ।”
ମର୍ ସଙ୍ଗର୍ ଜିଉଦି ଏରଦିୟନ୍ ଆରି ନାରସିସର୍ ଗରେ ରୁଣ୍ଡ୍ବା ବିସ୍ବାସି ବାଇବଇନିମନ୍କେ ମର୍ ଜୁଆର୍ ଜାନାଇଦିଆସ୍ ।
ମାପ୍ରୁର୍ ମୁକିଅ ଦାଙ୍ଗ୍ଡା ରୁପସ୍ ଜେ କି ସେବା କାମ୍ଟାନେ ଆବଡ୍ ଅଇ କଲାଆଚେ । ଆରି ମର୍ ଆୟାପାରା ତାକର୍ ଆୟାକେ ମିସା ମର୍ ଜୁଆର୍ । ସେ ମକେ ନିଜର୍ ପଅ ପାରା ଦେକ୍ଲା ।
ଅଇଲେ ମିସା, ପର୍ମେସରର୍ ଜିବନ୍ ଦୁକାଇଲାଟାନେଅନି ମୁଇ ଏବେ ଏନ୍ତାରି ଆଚି । ତାର୍ ଜିବନ୍ ଦୁକାଇଲାଟା ମକେ ଦାରି ଆଚେ ବଲି ଜାନା ପଡ୍ଲାନି । କାଇକେବଇଲେ ମର୍ ସଙ୍ଗର୍ ପେରିତ୍ ମନର୍ଟାନେଅନି ମୁଇ ଅଦିକ୍ କାମ୍ କରିଆଚି । ମାତର୍ ସେଟା ମର୍ ନିଜର୍ ବପୁସଙ୍ଗ୍ ନାଇ, ପର୍ମେସର୍ ଜିବନ୍ ଦୁକାଇ ମକେ ସାଇଜ କଲା ।
ସେଟାର୍ପାଇ ଏ ମର୍ ଆଲାଦର୍ ବାଇବଇନିମନ୍, ଡାଁଟ୍ ଅଇକରି ରୁଆ । ମାପ୍ରୁ ଜିସୁକିରିସ୍ଟର୍ ସେବା କାମ୍ ଆବଡ୍ ଅଇକରି କରା । କାଇକେବଇଲେ ତମେ ଜାନାସ୍, ତାର୍ପାଇ ଜନ୍ କାମ୍ ସବୁ କର୍ସା, ସେଟା ସବୁ ଲଡାକେ ଆଇସି ।
ଏନ୍ତାରି ଦାଇତ୍ ନେବା ଲକ୍ମନର୍ ତଲିଆ ରୁଆ । ଆରି ସେମନର୍ ସଙ୍ଗ୍ ସେବା କର୍ବା ଲକ୍ମନର୍ ତଲିଆ ଉଆ ।
ଏ କାମ୍ ମୁଇ ପୁରାପୁରୁନ୍ କର୍ବାକେ ମକେ କିରିସ୍ଟ ଦେଇରଇବା ବଡ୍ ବପୁସଙ୍ଗ୍ ଆବଡ୍ ଅଇ କଲିନି ।
ଏପାପ୍ରା ତାର୍ ଜୁଆର୍ ଜାନାଇଲାନି । ସେ ମିସା ତମର୍ ନଅରର୍ ଲକ୍ । ସେ ମିସା ଗଟେକ୍ ଜିସୁକିରିସ୍ଟର୍ ଗତିଦାଙ୍ଗ୍ଡା । ସେ ତମର୍ପାଇ ସବୁବେଲେ ମନ୍ଦିଆନ୍ ଦେଇ ପାର୍ତନା କରିଲାଗିରଇସି । ଜେନ୍ତିକି ତମେ ଡାଟ୍ ଅଇ ସିଦ୍ ଅଇସା ଆରି ପର୍ମେସର୍ ତମ୍କେ କରା ବଲି ମନ୍କଲାଟା ଜାନିରଇସା ।
ତମେ ବିସ୍ବାସ୍ କରି କେନ୍ତି ଚଲାଚଲ୍ତି କଲାସ୍ନି ଆରି ତମର୍ ତମର୍ ବିତ୍ରେ ରଇବା ଆଲାଦର୍ ଲାଗି, ମିସିବିଡି କେନ୍ତି ସାଇଜ କରାକରି ଅଇଲାସ୍ନି ଆରି ମାପ୍ରୁ ଜିସୁ କିରିସ୍ଟ ଟାନେ ତମର୍ ବିସ୍ବାସ୍ କେନ୍ତି ଡାଟ୍ ଅଇଆଚାସ୍ ।
ଆମେ ପର୍ମେସର୍କେ ବିସ୍ବାସ୍ କଲାର୍ପାଇ କସ୍ଟ ଅଇ କାମ୍ କରି ଏଟା ଆସା କଲୁନି । ସେ ସତଇସେ ବଁଚିଆଚେ । ସେ ଗୁଲାଇ ମନସ୍ ଜାତିର୍ ଉଦାର୍କାରିଆ, ଜେତ୍କି ସବୁ ତାକେ ବିସ୍ବାସ୍ କଲାଇନି, ତାକର୍ପାଇ ଅଦିକ୍ ।