14 ଆସୁକିରି, ପେଲେଗନ୍, ଅର୍ମିସ୍, ପାତ୍ରବା, ଅର୍ମାସ୍ ଆରି ସେମନର୍ ସଙ୍ଗ୍ ରଇବା ସବୁ ବିସ୍ବାସି ବାଇବଇନିମନ୍କେ ଜୁଆର୍ ଜାନାଆ ।
ତମେ ଜଦି ନିଜର୍ ନିଜର୍ ବାଇମନ୍କେସେ ଜୁଆର୍ କର୍ସା, ତେବେ ଆରି ଅଦିକ୍ କାଇଟା କଲାସ୍ନି ? ବିସ୍ବାସ୍ ନକଲା ଲକ୍ମନ୍ ମିସା ସେଟା କର୍ବାଇ ।
ମାପ୍ରୁର୍ ମୁକିଅ ଦାଙ୍ଗ୍ଡା ରୁପସ୍ ଜେ କି ସେବା କାମ୍ଟାନେ ଆବଡ୍ ଅଇ କଲାଆଚେ । ଆରି ମର୍ ଆୟାପାରା ତାକର୍ ଆୟାକେ ମିସା ମର୍ ଜୁଆର୍ । ସେ ମକେ ନିଜର୍ ପଅ ପାରା ଦେକ୍ଲା ।
ପିଲଲଗ୍ ଆରି ଜୁଲିଆ, ନିରୁସ୍ ଆରି ତାର୍ ବଇନି ଆରି ଅଲୁମ୍ପା ଆରି ସେମନର୍ ସଙ୍ଗ୍ ରଇତେରଇବା ସବୁ ପର୍ମେସରର୍ ଲକ୍ମନ୍କେ ମର୍ ଜୁଆର୍ ଜାନାଆ ।
ଜନ୍ ଲକ୍ମନ୍କେ ପରମେସର୍ ବାଚ୍ଲା ଆଚେ, ସେମନ୍କେ ତାର୍ ପଅ ପାରା ଅଇବାକେ ଆଗ୍ତୁସେ ଟିକ୍ କରିଆଚେ । ସେନ୍ତିଆଲେ, ଗଟେକ୍ ବଡ୍ କୁଟୁମେ, ତାର୍ ପଅ ସେମନର୍ ବଡ୍ ବାଇ ଅଇସି ।
କଲସି ନଅରେ ରଇବା ପର୍ମେସରର୍ ଲକ୍ମନ୍ ତମ୍କେ, ମୁଇ ଏ ଚିଟି ଲେକି ପାଟାଇଲିନି । ତମେ ଆମର୍ ବିସ୍ବାସ୍ ରଇବା ବାଇବଇନିମନ୍ ଆରି କିରିସ୍ଟର୍ ସଙ୍ଗ୍ ମିସିଆଚାସ୍ । ଆମର୍ ବାବା ପର୍ମେସର୍ ତମ୍କେ ଜିବନ୍ ଦୁକାଇ ସାନ୍ତି ଦେଅ ।
ଏ ମର୍ ବିସ୍ବାସି ବାଇବଇନିମନ୍, ଜନ୍ଲକ୍ମନ୍କେ କି ପର୍ମେସର୍ ତାର୍ ଲକ୍ ବଲି ବାଚ୍ଲା ଆଚେ, । ଆମେ ଜିସୁର୍ ବିସଇ ଅଲପ୍ ବାବିଦେକୁ । କାଇକେବଇଲେ ଜେତ୍କି ସବୁ ବିସଇ ଆମର୍ ବିସ୍ବାସର୍ ଲାଗି ଆଚେ, ତାକେ ସେ ପର୍ମେସର୍ ବଡ୍ ପୁଜାରି ଇସାବେ ପାଟାଇଲା ।