15 ପିଲଲଗ୍ ଆରି ଜୁଲିଆ, ନିରୁସ୍ ଆରି ତାର୍ ବଇନି ଆରି ଅଲୁମ୍ପା ଆରି ସେମନର୍ ସଙ୍ଗ୍ ରଇତେରଇବା ସବୁ ପର୍ମେସରର୍ ଲକ୍ମନ୍କେ ମର୍ ଜୁଆର୍ ଜାନାଆ ।
ତମେ ଜଦି ନିଜର୍ ନିଜର୍ ବାଇମନ୍କେସେ ଜୁଆର୍ କର୍ସା, ତେବେ ଆରି ଅଦିକ୍ କାଇଟା କଲାସ୍ନି ? ବିସ୍ବାସ୍ ନକଲା ଲକ୍ମନ୍ ମିସା ସେଟା କର୍ବାଇ ।
ମାତର୍ ଅନନିୟ କଇଲା, “ମାପ୍ରୁ ଏ ଲକ୍ ଜିରୁସାଲାମେ ତମର୍ ଲକ୍ମନ୍କେ ଜେତ୍କି ପାପ୍ କାମ୍ କଲା ଆଚେ, ସେ ବିସଇ କେତେ କେତେ ଲକ୍ ମକେ ଜାନାଇ ଆଚତ୍ ।
ରମେ ରଇବା ସବୁ ଲକ୍କେ ଏ ଚିଟି ଲେକ୍ଲିନି । କାଇକେବଇଲେ ତମ୍କେ ପରମେସର୍ ଆଲାଦ୍ କଲାନି । ଆରି ତାର୍ ନିଜର୍ ଲକ୍ ଅଇବାକେ ଡାକି ଆଚେ । ଆମର୍ ବାବା ପରମେସର୍ ଆରି ମାପ୍ରୁ ଜିସୁକିରିସ୍ଟ ତମ୍କେ ଜିବନ୍ ଦୁକାଇ ସାନ୍ତି ଦେଅ ।
ଆସୁକିରି, ପେଲେଗନ୍, ଅର୍ମିସ୍, ପାତ୍ରବା, ଅର୍ମାସ୍ ଆରି ସେମନର୍ ସଙ୍ଗ୍ ରଇବା ସବୁ ବିସ୍ବାସି ବାଇବଇନିମନ୍କେ ଜୁଆର୍ ଜାନାଆ ।
ଆମର୍ ମାପ୍ରୁର୍ ନାଉଁ ଦାରି ତାକେ ଡାକିନିଆ । କାଇକେବଇଲେ ଏନ୍ତାରି ଚଲାଚଲ୍ତି ବିସ୍ବାସିମନର୍ପାଇ ନିକ । ତାକେ କାଇଆଲେ ଲଡା ରଇଲେ ସାଇଜ କରା । କାଇକେବଇଲେ ସେ ମକେ ଆରି ବେସି ବିସ୍ବାସିମନ୍କେ ସାଇଜ କଲାଆଚେ ।
ମୁଇ ପାଉଲ୍ ପର୍ମେସରର୍ ମନ୍ କଲା ଇସାବେ କିରିସ୍ଟ ଜିସୁର୍ ଗଟେକ୍ ପେରିତ୍ ସିସ୍ ଅଇ ବାଚି ଅଇଆଚି । ଜିସୁ କିରିସ୍ଟର୍ ସଙ୍ଗ୍ ମିସିକରି ବିସ୍ବାସ୍ସଙ୍ଗ୍ ଜିଉନା କାଉନା କର୍ତେ ରଇବା ଏପିସିୟର୍ ବିସ୍ବାସିମନର୍ ଲଗେ ଏ ଚିଟି ଲେକ୍ଲିନି ।
ତାର୍ ଜଜ୍ନା ଇସାବେ ବାବା ପର୍ମେସର୍ ତମ୍କେ ଡାକ୍ଲା ଆଚେ । ତାର୍ ସୁକଲ୍ ଆତ୍ମାଇ ସେ ତମ୍କେ ତାର୍ ସୁକଲ୍ ଲକ୍ କରାଇସି । ତମେ ଜିସୁ କିରିସ୍ଟକେ ମାନିକରି, ତାର୍ ବନିତେଇ ଦଇଅଇକରି ରଇବାକେ ସେ ଏନ୍ତାରି ଜଜ୍ନା କଲା । ତାର୍ ଜିବନ୍ଦୁକାଇଲାଟା ଆରି ସାନ୍ତି ପୁରାପୁରୁନ୍ ତମ୍କେ ମିଲ ।