ରମିୟ 16:17 - ସତିଅର୍ ବାଟ୍ ନୁଆ ନିୟମ୍ 202017 ଏ ମର୍ ବାଇବଇନିମନ୍, ମୁଇ ତମ୍କେ ବାବୁଜିଆ କଲିନି, ତମେ ଜାଗ୍ରତ୍ ଅଇକରି ରୁଆ । ତମର୍ ବିସ୍ବାସ୍ ଆରି ଗଟେକ୍ ମନ୍ ଅଇରଇବାଟା ଜନ୍ ଲକ୍ମନ୍ ବେଗ୍ଲାଇବାକେ ଚେସ୍ଟା କଲାଇନି, ତାକର୍ଟାନେଅନି ଦୁରିକେ ରୁଆ । କାଇକେବଇଲେ, ତମେ ଜନ୍ ସିକିଆ ପାଇଆଚାସ୍, ତାର୍ ବିରଦ୍ କଲାଇନି । အခန်းကိုကြည့်ပါ။ |
ଏଲେମିସା କେତେକ୍ ଲକ୍ ତାକେ ସୁନତ୍ କର୍ବାକେ ମନ୍ କର୍ତେ ରଇଲାଇ । ସେମନ୍ ବିସ୍ବାସି ବାଇ ବଲି ନାଡାଇକରି କୁଟିଆଲ୍ ଇସାବେ ଦଲେ ମିସିରଇଲାଇ । କିରିସ୍ଟ ଜିସୁର୍ ସଙ୍ଗ୍ ମିସିରଇଲାର୍ ଲାଗି ଆମେ ଜନ୍ ମୁକ୍ଲିରଇବା ଦିନ୍ ପାଇଲୁଆଚୁ, ସେ ବିସଇ କଜି ମିଲାଇବାକେ ସେମନ୍ ମନ୍ କର୍ତେ ରଇଲା । ଆମ୍କେ ଆରିତରେକ୍ ମସାର୍ ନିୟମର୍ ଦାଙ୍ଗ୍ଡା କର୍ବାକେ ମିସା ମନ୍ କର୍ତେରଇଲାଇ ।
କେ ମିସା ନିଜର୍ ଚାଲାକିକରି ପର୍ମେସରର୍ ବିସଇ ତିଆର୍କରି ରଇବାଟା ସଙ୍ଗ୍ ତମ୍କେ ପାନ୍ଦେ ନ ଲାଗାଅତ୍, ସେଟାର୍ପାଇ ଜାଗ୍ରତ୍ ଅଇରୁଆ । ସେମନ୍ ସିକାଇବାଟା କାଇ ଲଡାକେ ନ ଆସେ ଆରି ସେଟା ସତ୍ ବିସଇ ନଏଁ । ସେଟା ବିନ୍ ଲକର୍ଟାନେଅନି ସୁନି ସୁନି ଆଇବାଟା ଆରି ସେଟା ଏ ଜଗତ୍ ବିତ୍ରେ ରଇବା ନିୟମ୍ । ମାତର୍ କିରିସ୍ଟର୍ ବିସଇଟାନେ ରଇବା, ସତ୍ ସିକିଆ ନଏଁ ।