ରମିୟ 16:20 - ସତିଅର୍ ବାଟ୍ ନୁଆ ନିୟମ୍ 202020 ଆରି ସାନ୍ତିଦେଉ ପରମେସର୍ ତମର୍ ଲାଗି ସଇତାନ୍କେ ପୁରାପୁରୁନ୍ କୁରୁପ୍ନାସ୍ କର୍ସି । ଆମର୍ ମାପ୍ରୁ ଜିସୁକିରିସ୍ଟର୍ ଜିବନ୍ଦୁକାଇଲାଟା ତମର୍ ସଙ୍ଗ୍ ସବୁବେଲେ ରଅ । အခန်းကိုကြည့်ပါ။ |
ତାର୍ପଚେ ସର୍ଗେ ଗଟେକ୍ ଜବର୍ ସବଦ୍ ଅଇବାଟା ମୁଇ ସୁନ୍ଲି । ସେ ସବଦ୍ କଲା “ଏବେ ଲକ୍ମନର୍ପାଇ ଅଇରଇବା ପର୍ମେସରର୍ ମୁକ୍ତି ସିଦ୍ ଅଇଲାଆଚେ । ରାଜା ଇସାବେ ତାର୍ ବପୁ ସେ ଦେକାଇଆଚେ । ତାର୍ ମସିଅ, ତାର୍ ଅଦିକାର୍ ଦେକାଇଲା ଆଚେ ।” କାଇକେବଇଲେ, ଜେ କି ପର୍ମେସରର୍ ମୁଆଟେ ଟିଆଅଇ ଆମର୍ ବାଇବଇନିମନ୍କେ ଦସ୍ ଦେଇତେରଇଲା, ତାକେ ସର୍ଗେଅନି ବାର୍କରାଇ ଦେଲାଆଚେ ।