24 ମାପ୍ରୁ ଜିସୁକିରିସ୍ଟର୍ ଜିବନ୍ଦୁକାନି ତମର୍ ସବୁ ଲକର୍ ଲଗେ ରଅ ।
ଆରି ସାନ୍ତିଦେଉ ପରମେସର୍ ତମର୍ ଲାଗି ସଇତାନ୍କେ ପୁରାପୁରୁନ୍ କୁରୁପ୍ନାସ୍ କର୍ସି । ଆମର୍ ମାପ୍ରୁ ଜିସୁକିରିସ୍ଟର୍ ଜିବନ୍ଦୁକାଇଲାଟା ତମର୍ ସଙ୍ଗ୍ ସବୁବେଲେ ରଅ ।
ଗାୟସ୍ ତମ୍କେ ଜୁଆର୍ ଜାନାଇଲାନି । ମୁଇ ତାର୍ ଗରେ ରଇଲିନି ଆରି ତାର୍ ଗରେ ରୁଣ୍ଡ୍ବା ଇତିର୍ ବିସ୍ବାସିମନ୍ ତମ୍କେ ଜୁଆର୍ ଜାନାଇଲାଇନି । ଏ ଗଡର୍ ଡାବୁ ଇସାବ୍କିତାବ୍ କରୁ ଏରାସ୍ଟ ଆରି ବାଇ କାର୍ତ ମିସା ତମ୍କେ ଜୁଆର୍ ଜାନାଇଲାନି ।
ଆସା, ପରମେସର୍କେ ଡାକ୍ପୁଟା କରୁ । ମୁଇ ଜାନାଇତେରଇବା ଜିସୁ କିରିସ୍ଟର୍ ବିସଇର୍ ସୁବ୍ କବର୍ ଆରି ଜୁଗ୍ ଜୁଗ୍ ଦାରି ଲୁଚି ରଇବା ଟିକିନିକିର୍ ସତ୍ ଇସାବେ ରଇବା ତମର୍ ବିସ୍ବାସ୍ ପରମେସର୍ ଡାଟ୍କରି ସଙ୍ଗଇବାକେ ପାରେ ।
ମାପ୍ରୁ ଜିସୁ ଜିବନ୍ ଦୁକାଇ ଦୟା କଲାଟା ତମର୍ ସଙ୍ଗ୍ ର ।