ରମିୟ 16:26 - ସତିଅର୍ ବାଟ୍ ନୁଆ ନିୟମ୍ 202026 ସେ ଟିକିନିକିର୍ ସବୁ ସତ୍ ବବିସତ୍ବକ୍ତାମନର୍ ସାସ୍ତରେ ସେ ଜାନାଇଲା ଆଚେ । ଆରି ଏବେ ମାପ୍ରୁ ପରମେସରର୍ ସତ୍ ଜୁଗ୍ ଜୁଗ୍ ଅନି ସବୁ ଲକ୍ମନର୍ ବିତ୍ରେ ଜାନାଇଆଚେ । ଇତିଅନି ସବୁ ବିସ୍ବାସ୍ କରି ପରମେସରର୍ କାତାମାନି ଚାଲି ପାର୍ବାଇ । အခန်းကိုကြည့်ပါ။ |
ଆମର୍ ବିସ୍ବାସ୍ଟାନେ କେ ନାଜାନ୍ଲା ପାରା ବିସଇ ଲୁଚିକରି ଆଚେ । ସେନ୍ତାରି ନଏଁ ବଲି କେ କଇନାପାରତ୍ । “ ଜିସୁକିରିସ୍ଟ ନର୍ ରୁପ୍ ଦାରି ଆଇଲା । ସେ ନିଜେ ପର୍ମେସରର୍ ପଅ ବଲି ସୁକଲ୍ ଆତ୍ମା କାତାଦେଲା ଆଚେ । ଦୁତ୍ମନ୍ ତାକେ ଦେକ୍ଲାଇ । ତାର୍ ବିସଇର୍ ସତ୍ କବର୍ ଗୁଲାଇ ରାଇଜେ ଜାନାଇଲାଇ । ସବୁ ଜାଗାର୍ କେତେକ୍ କେତକ୍ ଲକ୍ମନ୍ ତାକେ ବିସ୍ବାସ୍ କଲାଇ । ପର୍ମେସର୍ ତାକେ ସର୍ଗେ ନେଲା ।”
ଏଟା ଜଦି ଲକ୍ମନର୍ ଗାଗଡ୍ ଦଇପାର୍ଲା, ସେନ୍ତାର୍ଆଲେ କିରିସ୍ଟର୍ ବନିସଙ୍ଗ୍ ଆରି କେତେକ୍ ଅଦିକ୍ କରିଅଇସି ? ନ ସାର୍ବା ଆତ୍ମାର୍ପାଇ ସେ ନିଜେ ପରମେସରର୍ ସାଇଜ ନେଇ, କାଇ ପାପ୍ଦସ୍ ନ ଅଇତେ ବିରୁ ଇସାବେ ନିଜ୍କେ ପୁରାପୁରୁନ୍ ସର୍ପି ଦେଲାଆଚେ । ତାର୍ ବନିର୍ଲାଗି ବାନିଆ ରିତିନିତି କାମେଅନି ଜିତି କରି ଆମର୍ ବିବେକ୍ ସୁକଲ୍ ଅଇସି । ଆରି ଆମେ ସତଇସେ ଜିବନ୍ ରଇଲା ପରମେସରର୍ ସେବା କର୍ବା ଅଦିକାର୍ ପାଇଆଚୁ ।
ମୁଇ ତାକେ ଜୁଆର୍ କର୍ବି ବଲି ତାର୍ ଗଡେ ଡାଣ୍ଡାସନ୍ ପଡ୍ଲି, ମାତର୍ ସେ ମକେ କଇଲା, “ନିଚୁ, ମୁଇ ଆରି ତର୍ ସଙ୍ଗର୍ ବିସ୍ବାସି ବାଇମନ୍ ଜେତ୍କି ଲକ୍ ଆମେ ସବୁ ଜିସୁ ଜାନାଇରଇବା ସତ୍ ଦାରିଆଚୁ, ଆମେ ସବୁ ଅବ୍କା ଦାଙ୍ଗ୍ଡାମନ୍, ପର୍ମେସର୍କେ ଜୁଆର୍ କରା । କାଇକେବଇଲେ ଜିସୁ ଜନ୍ ସତ୍ ଜାନାଇଆଚେ, ସେଟାସେ ବବିସତ୍ ବକ୍ତାମନ୍କେ କାତାଅଇବାକେ ବପୁଦେଲାଆଚେ ।”