ରମିୟ 16:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ଆନ୍ଦରନିକ୍ ଆରି ୟୁନିୟାକେ ମର୍ ଜୁଆର୍ ଜାନାଇଲିନି । ଏ ଦୁଇଟା ମର୍ ସଙ୍ଗର୍ ଜିଉଦିଲକ୍ । ସେମନ୍ ମର୍ ସଙ୍ଗ୍ ବନ୍ଦିସାଲେ ରଇଲାଇ । ମର୍ ଆଗ୍ତୁ ସେମନ୍ କିରିସ୍ଟକେ ବିସ୍ବାସ୍ କଲାଇ । ଆରି ସବୁ ପେରିତ୍ ସିସ୍ମନ୍ ସେମନ୍କେ ସନ୍ମାନ୍ ଦେବାଇ । အခန်းကိုကြည့်ပါ။ |
ସେମନ୍ ଜଦି ଆମେ କିରିସ୍ଟର୍ ଦାଙ୍ଗ୍ଡା ବଇଲେ, ମୁଇ ମିସା ଗଟେକ୍ ଦାଙ୍ଗ୍ଡା । ମାତର୍ ସେମନର୍ ଟାନେ ଅନି ମୁଇ ଅଦିକ୍ ନିକ ଦାଙ୍ଗ୍ଡା । ନିଜ୍କେ ବଡ୍ କରାଇ ମୁଇ ଗଟେକ୍ ବାୟାଲକର୍ ପାରା କାତା ଅଇଲିନି ବଲି ଜାନିଆଚି । ମୁଇ ତାକର୍ଟାନେ ଅନି ଅଦିକ୍ ଆବଡ୍ କାମ୍ କରିଆଚି, ଅଦିକ୍ ତର୍ ବନ୍ଦିଗରେ ରଇଆଚି, ଅଦିକ୍ ତର୍ ମାଡ୍ କାଇଆଚି, ଅଦିକ୍ ତର୍ ମଲାସମାନ୍ ଅଇଜାଇରଇଲି ।
“ମୁଇ ଜଅନ୍, ତମର୍ ବିସ୍ବାସର୍ ଲାଗି ବାଇ ଅଇଲିଆଚି । ଜିସୁର୍ ସଙ୍ଗ୍ ଆମେ ମିସିଆଚୁକେ, ତାର୍ ରାଇଜେ ରଇବା ଲକ୍ମନର୍ପାଇ ଆସିରଇବା ସବୁ ଦୁକ୍ କସ୍ଟଟାନେ ମୁଇ ତମର୍ ସଙ୍ଗ୍ ମୁର୍ଚିକରି ଆଚି । ଚାରିବେଟ୍ତି ସମ୍ଦୁର୍ ରଇକରି ମଜାଇ ରଇବା ପାତ୍ମସ୍ ବଲି ଗଟେକ୍ ରାଇଜେ ମକେ ନେଇରଇଲା । ମୁଇ ପର୍ମେସରର୍ କାତା ଆରି ଜିସୁ ଦେଇରଇବା ସିକିଆ ଜାନାଇରଇଲିଜେ, ମକେ ସେନ୍ତାରି କଲା ।