9 କିରିସ୍ଟର୍ ସେବାଇ ମର୍ ସଙ୍ଗାରି ଉର୍ବାନ ଆରି ମର୍ ଆଲାଦର୍ ମଇତର୍ ତାକିୟକେ ମିସା ମର୍ ଜୁଆର୍ ଜାନାଇଦିଆସ୍ ।
ମର୍ ସଙ୍ଗ୍ ମିସିକରି କାମ୍କର୍ବା ସଙ୍ଗାରି ତିମତି, ଆରି ଆମର୍ ଜିଉଦି ବାଇମନ୍ ଲୁକିଅ, ଜାସନ୍ ଆରି ସପିପାତ୍ର ତମ୍କେ ଜୁଆର୍ ଜାନାଇଲାଇନି ।
ଆନ୍ଦରନିକ୍ ଆରି ୟୁନିୟାକେ ମର୍ ଜୁଆର୍ ଜାନାଇଲିନି । ଏ ଦୁଇଟା ମର୍ ସଙ୍ଗର୍ ଜିଉଦିଲକ୍ । ସେମନ୍ ମର୍ ସଙ୍ଗ୍ ବନ୍ଦିସାଲେ ରଇଲାଇ । ମର୍ ଆଗ୍ତୁ ସେମନ୍ କିରିସ୍ଟକେ ବିସ୍ବାସ୍ କଲାଇ । ଆରି ସବୁ ପେରିତ୍ ସିସ୍ମନ୍ ସେମନ୍କେ ସନ୍ମାନ୍ ଦେବାଇ ।
ମାପ୍ରୁର୍ଲଗେ ମର୍ ଆଲାଦର୍ ମଇତର୍ ଆମ୍ପଲିଆକେ ଜୁଆର୍ ଜାନାଇଦିଆସ୍ ।
ଜଦି ତମର୍ ବିତ୍ରେ ଜିସୁକେ ମଲାତେଇଅନି ଉଟାଇଲା ପରମେସରର୍ ଆତ୍ମା ଆଚେ, ତେବେ ସେ ଆତ୍ମାର୍ ସାଇଜ ସଙ୍ଗ୍, ପରମେସର୍ ଜେ କି କିରିସ୍ଟକେ ମଲାତେଇଅନି ଉଟାଇଲା, ସେନ୍ତିସେ ତମର୍ କୁଇଜିବା ଗାଗଡ୍ ମିସା ଜିବନ୍ କର୍ସି ।
ମୁଇ ଜାନିରଇବା ଗଟେକ୍ ବିସ୍ବାସି ଆଚେ । ଜାକେ କି ଚଉଦ ବରସର୍ ଆଗେ ସର୍ଗେ ନେଲାଇ । ସେ ସତ୍ରେ ସର୍ଗେ ଗାଲା କି ତାକେ ଦର୍ସନେ ସେ ସରଗ୍ ଦେକାଇଅଇଲା କି ନାଇ ବଲି ମୁଇ ନାଜାନି । ସେଟା ପର୍ମେସର୍ ସେ ଜାନେ ।
ଜେ ଜଦି କିରିସ୍ଟ ସଙ୍ଗ୍ ମିସ୍ଲେ ସେ ଗଟେକ୍ ନୁଆ ଲକ୍ ଅଇସି । ପୁର୍ନା ଚଲାଚଲ୍ତି ଆରି ନାଇନି, ସବୁଜାକ ନୁଆ ଅଇଗାଲା ଆଚେ ।
ସେବେଲା ଜିଉଦା ରାଇଜେ ରଇଲା କିରସ୍ଟକେ ବିସ୍ବାସ୍ କର୍ବା ମଣ୍ଡଲିର୍ ଲକ୍ମନ୍ ମକେ ନିକସଙ୍ଗ୍ ନାଜାନି ରଇଲାଇ ।
ମାତର୍ ଆମର୍ ବାଇ ଏପାପର୍ଦିତକେ ତମର୍ଟାନେ ପାଟାଇବି ବଲି ମୁ ମନେ ମନେ ବାବ୍ଲିନି । ସେ ମର୍ ସଙ୍ଗ୍ କାମ୍ କରି ସୁବ୍କବରର୍ ଦେକାରକା ପାଇ ଆବଡ୍ କଲା । ତମର୍ ବାଦୁଲେ ମର୍ ସବୁ ବିସଇ ପୁରାପୁରୁନ୍ କର୍ବାକେ ତାକେ ତମେ ପାଟାଇରଇଲାସ୍ ।