ରମିୟ 2:15 - ସତିଅର୍ ବାଟ୍ ନୁଆ ନିୟମ୍ 202015 ସେମନର୍ କାମ୍ଦାମ୍ଟାନେଅନି ଟିକ୍ ସଙ୍ଗ୍ ଜାନାପଡ୍ଲାନି ଜେ, ନିୟମର୍ ବିଦିବିଦାନ୍ ସେମନର୍ ମନେ ଲେକାଅଇଲା ଆଚେ । ଏ କାତା ସତ୍, ସେମନର୍ ବିବେକ୍ ଟିକ୍ ବଲି କଇବା ଚଲାଚଲ୍ତିଅନି ଜାନାପଡ୍ଲା । ଜେନ୍ତାରିକି ସତ୍ କାମ୍ କଲାବେଲେ ତାକର୍ ବିବେକ୍, ଉଁ ବଲି କଇସି, ଆରି କାରାପ୍ କାମ୍ କଲାବେଲେ ବିବେକ୍ ସେମନ୍କେ ଦସି କରାଇସି । အခန်းကိုကြည့်ပါ။ |
ବାଇମନ୍ ଆମେ ବଡ୍ପନ୍ ଅଇକରି କଇବା ଗଟେକ୍ କାତା ଆଚେ । ସେଟା ଆମେ ସତ୍ ବଲି ଜାନ୍ଲୁନି ଆରି ସେଟା ଅଇଲାନି, । ସବୁଲକର୍ଟାନେ ଆରି, ତମର୍ଟାନେ ମିସା ଆମର୍ ଚଲାଚଲ୍ତି ସୁକଲ୍ ଆରି ଦରମ୍ ଆଚେ । ଏଟା ଆମର୍ ବିବେକ୍ ସାକି ଦେଲାନି । ଲକ୍ମନର୍ ଗିଆନ୍ ଇସାବେ ଆମେ କରୁନାଇ, ମାତର୍ ପର୍ମେସରର୍ ଜିବନ୍ ଦୁକାଇଲା ବପୁର୍ ସଙ୍ଗ୍ ଏ ସବୁଜାକ କଲୁନି ।