ରମିୟ 2:16 - ସତିଅର୍ ବାଟ୍ ନୁଆ ନିୟମ୍ 202016 ଜନ୍ ଦିନେ ପରମେସର୍ ଜିସୁକିରିସ୍ଟର୍ ଟାନେଅନି ମୁନୁସର୍ ବିତ୍ରେ ଲୁଚ୍ଲା ବିସଇମନ୍ ବିଚାର୍ କର୍ସି, ସେ ଦିନେ ମୁଇ ଜାନାଇ ରଇଲା ସୁବ୍କବର୍ ଇସାବେ ଏ ସବୁ ଗଟ୍ସି । အခန်းကိုကြည့်ပါ။ |
ସେଟାର୍ପାଇ ତମେ କାକେ ମିସା କାଇ ବିସଇ ନେଇ ବିଚାର୍ କରାନାଇ । କାଇକେବଇଲେ ବିଚାର୍ନା କର୍ବାକେ ବେଲା ଅଏ ନାଇତା । ମାପ୍ରୁ ବିଚାର୍ନା କର୍ବାକେ ଆଇବାଜାକ ଜାଗା । ମାପ୍ରୁ ଆଇଲେ ଆକା ସାରାସାରି ବିଚାର୍ନା ଅଇସି । ସେ ଆନ୍ଦାର୍ ବିତ୍ରେ ଲୁଚ୍ତେ ରଇଲା ସବୁ ବିସଇ ଉଜଲେ ଦେକାଇ ଦେଇସି । ଆରି ଲକ୍ମନର୍ ମନ୍ ବିତ୍ରର୍ କାତା ସବୁ ଦେକାଇ ଦେଇସି । ସେଡ୍କି ବେଲେ ସବୁଲକ୍ ପର୍ମେସରର୍ ଟାନେଅନି ଲାଡ୍ ପାଇବାଇ ।
ଏବେ ସର୍ଗେ ମର୍ପାଇ ଜିତ୍ଲା ମୁକୁଟ୍ ସଙ୍ଗଇଆଚେ । ଏ ମୁକୁଟ୍ ପର୍ମେସରର୍ ମୁଆଟେ ମୁଇ ଦରମ୍ ସଙ୍ଗ୍ ଚଲାଚଲ୍ତି କଲାର୍ପାଇ ଆଚେ । ମାପ୍ରୁ ଜେ କି କାକେ ଅନିଆଇ ନ କରି ବିଚାର୍ କର୍ସି, ତାର୍ ବିଚାର୍ନା ଦିନେ ସେ ମୁକୁଟ୍ ମକେ ପୁରୁସ୍କାର୍ ଇସାବେ ଦେଇସି । ସେଟା ଅବ୍କା ମର୍ପାଇ ନାଇ, ମାତର୍ ଜେତ୍କି ଲକ୍ ସେ ବାଉଡି ଆଇବାଟା ଜାଗିଆଚତ୍, ସେମନ୍କେ ସବୁକେ ଦେଇସି ।