18 ପରମେସର୍ ତମର୍ଟାନେଅନି କାଇଟା ମନ୍ କଲାନି ସେଟା ତମେ ଜାନିଆଚାସ୍ । ଆରି ନିୟମେଅନି ସତ୍ ଆରି ସତ୍ ନ ଅଇବା ଗିଆନ୍ ପାଇଆଚାସ୍,
ଜେନ୍ତି ତୁଇ ସବୁ ବିସଇର୍ ସିକିଆ ପାଇଆଚୁସ୍, ସେ ସିକିଆର୍ ପୁରାପୁରୁନ୍ ସତ୍ ପାଇପାରୁସ୍ ।
“ଆରି ଜନ୍ ଦାଙ୍ଗ୍ଡା ନିଜର୍ ସାଉକାରର୍ ମନ୍ ଜାନିକରି ଜାଗରତ୍ ନ ଅଇରଏ, କି ସାଉକାରର୍ ମନ୍କଲା ଇସାବେ ପାଇଟି ନ କରେ, ତାକେ କର୍ଡା ସଙ୍ଗ୍ ଅପର୍ବଲ୍ ମାଡ୍ ଅଇସି ।
ଜଦି ତମେ ଏ ସବୁ ବିସଇ ଜାନିଆଚାସ୍, ଆରି ସେ ଇସାବେ କର୍ସା ବଇଲେ ବେସି ସାର୍ଦା ଅଇସା ।
କାଇକେବଇଲେ ସାସ୍ତରେ ଜେତ୍କି ଲେକା ଅଇଲାଆଚେ, ସେ ସବୁ ଆମ୍କେ ସିକାଇବାକେ । ଜେନ୍ତାରିକି, ସାସ୍ତରେଅନି ଜନ୍ ମୁର୍ଚି ରଇବାଟା ଆରି ସାର୍ଦା କରାଇବାଟା ଆମେ ମିଲାଇଆଚୁ, ତେଇଅନି ଆମର୍ ଆସା ବଡ୍ସି ।
ସତଇସେ ଜାନିଆଚାସ୍ ଜେ, ତମେ କାଣାକେ ବାଟ୍ଦେକାଇବା ଲକ୍, ଆନ୍ଦାରେ ରଇବା ଲକ୍ମନର୍ ପାଇ ଉଜଲ୍ ପାରା ।
ସେନ୍ତାର୍ଆଲେ ଟିକ୍ ବିସଇ କନ୍ଟା ବଲି ବାଚିକରି କରିପାର୍ସା । ଆରି ଏବେଅନି କିରିସ୍ଟ ବାଉଡି ଆଇବାଜାକ ସବୁ ପାପେଅନି ମୁକ୍ଲିକରି କାଇ ଦସ୍ ନ ଅଇକରି ରଇପାର୍ସା ।
ସବୁ ବିସଇ ପରିକା କରି ଦେକା, ଜନ୍ଟା ସତ୍, ସେଟା ଚାଡାନାଇ ।
ଚାବି ଚାବି କାଇବା କାଦି ବଡ୍ ଲକ୍ମନର୍ପାଇ । ସେମନ୍ ନିକ ଆରି କାରାପ୍ ଚିନ୍ବାକେ, ନିଜ୍କେ ଅବିଆସ୍ କରାଇ ଆଚତ୍ ।
ଏତାଇ ରୁଆ । ଜେ ଜଦି ଏଟା ନିକ କାମ୍ ବଲି ଜାନେ, ମାତର୍ ସେଟା ନ କରେ ବଇଲେ, ପର୍ମେସର୍ ଦେକ୍ବା ଇସାବେ ସେ ଦସ୍ କଲାଆଚେ ।