21 ତମେ ବିନ୍ଲକ୍ମନ୍କେ ସିକାଇଲାସ୍ନି, ମାତର୍ କାଇକେ ନିଜେ ସିକାସ୍ ନାଇ ? ଚରାଇବାର୍ ନାଇ ବଲି ସିକିଆ ଦେଇ ନିଜେ ଚରାଇଲାସ୍ନି କି ?
ଜିସୁ ସେମନ୍କେ କଇଲା, “ଦରମ୍ ସାସ୍ତରେ ଲେକା ଆଚେ, ମର୍ ମନ୍ଦିର୍ ପାର୍ତନା ଗର୍ ବଲି ନାଉଁ ଅଇସି । ମାତର୍ ତମେ ତାକେ ଚର୍ମନର୍ ଆକାଡା ସାଲ୍ ପାରା କରିଆଚାସ୍ ।”
ଜିସୁ କଇଲା, “ଅଇରେ ସାସ୍ତର୍ ସିକାଉ ପଣ୍ଡିତ୍ମନ୍ ! ତମର୍ ଉପ୍ରେ ଗଟେକ୍ ବଡ୍ ଡଣ୍ଡ୍ ଲାଦିଅଇସିବେ ! କାଇକେବଇଲେ ତମେ ଲକ୍ମନ୍କେ ବେସି ଆବଡ୍ ନିୟମ୍ ମାନ୍ବାକେ କଇଲାସ୍ନି, ଆରି ସେ ନିୟମ୍ ମାନ୍ବାକେ ମୁଲ୍କେ ଆଙ୍ଗ୍ଟିତେଇ ଉଟାଇବା ଏତ୍କି ମିସା ସାଇଜ କରାସ୍ ନାଇ ।
“ଆରି ଜନ୍ ଦାଙ୍ଗ୍ଡା ନିଜର୍ ସାଉକାରର୍ ମନ୍ ଜାନିକରି ଜାଗରତ୍ ନ ଅଇରଏ, କି ସାଉକାରର୍ ମନ୍କଲା ଇସାବେ ପାଇଟି ନ କରେ, ତାକେ କର୍ଡା ସଙ୍ଗ୍ ଅପର୍ବଲ୍ ମାଡ୍ ଅଇସି ।
ସେ ରାଜା ରିସାଅଇ କଇଲା, “ଅଇରେ ଦାଙ୍ଗ୍ଡା, ତର୍ କାତା ଇସାବେ ଆକା ତକେ ବିଚାର୍ କର୍ବି । ମୁଇ ଲକ୍ମନ୍ ଜନ୍ଟା ଦେଇ ନ ରଇ ସେଟା ମାଗିନେବି, ଆରି ଜନ୍ତେଇ ବୁନି ନ ରଇ ତେଇଅନି କାଟ୍ବି, ସେଟା ଜାନିରଇଲୁସ୍ ।
ଜିସୁ ଲକ୍ମନ୍କେ କଇଲା, “ତମେ ସେ ଗାଲା କାତା ଆରିତରେକ୍ କଇସା ବଲି ମୁଇ ଜାନିରଇଲି, ଏ ଅସ ଦେଉ, ନିଜେ ତୁଇ ନିକ ଅ, ଆରି କପର୍ନାଉମେ ଜାଇ ଜାଇଟା ଗଟିଆଚେ ବଲି ଆମେ ସୁନିଆଚୁ, ସେଟା ସବୁ ଏ ଜାଗାଇ, ତର୍ ନିଜର୍ ଜନମ୍ ନଅରେ ମିସା କର୍ ।”
ମୁଇ କସ୍ଟ ମୁର୍ଚିକରି ଗାଗଡ୍ ମେଲା ଚାଡିନାଇ । କାଇକେ ବଇଲେ ବିନ୍ ଲକ୍ମନର୍ ଲଗେ ସୁବ୍କବର୍ ଜାନାଇରଇଲେ ମିସା ମକେ ଜେନ୍ତିକି ନାଇବଲିକରି ନ କଅତ୍ ।
କାଇକେ ବଇଲେ ଜନ୍ ଲକ୍ମନ୍ ସୁନତ୍ ବିଦିକେ ଟିକ୍ ବଲି କଇଲାଇନି, ସେମନ୍ ନିଜେ, ମସାର୍ ସବୁ ନିୟମ୍ ମାନତ୍ ନାଇ । ଜେନ୍ତି କି ତମେ ସୁନତ୍ ଅଇ ସେମନର୍ବାଟେ ମିସ୍ଲାସ୍ । ଏଟା ନେଇକରି ବଡ୍ପନ୍ ଅଇବାଇ ।