24 ସାସ୍ତରେ ଲେକାଅଇଲା ଆଚେ, “ତମର୍ଲାଗି ଜିଉଦି ନଇଲା ଲକ୍ମନର୍ ବିତ୍ରେ ପରମେସର୍ ନିନ୍ଦା ପାଇଲାନି ।”
ଲକ୍ମନର୍ ବିସ୍ବାସେ ବାଦା ଗଟାଇବାକେ ବେସି ବିସଇ ଆଚେ । ସେଟାର୍ ପାଇ ଏ ଜଗତର୍ ଦସା ବଡେ ଇନସ୍ତା । ସବୁ ବେଲେ ଏନ୍ତି ବାଦା ଆଇସି, ମାତର୍ ଜେ ବାଦା ଗଟାଇସି, ତାର୍ ଦସା କେଡେ ଇନସ୍ତା ଅଇସି !”
ତେବର୍ପାଇ ଡକ୍ରି ନ ରଇବା ରାଣ୍ଡିମନ୍କେ ମୁଇ ତିଆର୍ଲିନି, ଆରିତରେକ୍ ଗର୍ ବସାଇ ପିଲାଟକିର୍ ଜତନ୍ କରା । ସେନ୍ତାରି କଲେ ଆମର୍ ବିରଦିମନ୍ ଆମ୍କେ ନିନ୍ଦା ନ କରତ୍ ।
ଜନ୍ ବିସ୍ବାସିମନ୍ ଗତିଦାଙ୍ଗ୍ଡା ଇସାବେ ଗଟେକ୍ ସାଉକାର୍ ତଲେ କାମ୍ କଲାଇନି, ସେମନ୍ ତାକର୍ ସାଉକାର୍ମନ୍କେ ଅଦିକ୍ ସନ୍ମାନ୍ ଦେବାର୍ ଆଚେ । ଜେନ୍ତାରି କି, ପର୍ମେସରର୍ ନାଉଁ ଆରି ଆମେ ସିକାଇବାଟା କେ ନିନ୍ଦା ନ କରତ୍ ।
ନିଜେ ଜାଗ୍ରତ୍ ଅଇକରି ମୁନୁସ୍ମନ୍କେ ସୁକଲ୍ ଚଲାଚଲ୍ତି କରି, ନିଜର୍ ଗର୍ଦୁଆର୍ ଚାଲାଇକରି, ବିନ୍ ଲକ୍ମନ୍କେ ଦୟା ଦେକାଇକରି ଆରି ନିଜର୍ ମୁନୁସର୍ କାତା ମାନିକରି ରଇବାକେ ସିକା । ସେନ୍ତାର୍ କଲେ ପର୍ମେସର୍ ଆମ୍କେ ସର୍ପି ଦେଲା କବର୍ କେ ମିସା ନିନ୍ଦା ନ କରତ୍ ।
ଜେତ୍କି ବିସଇ ସିକାଇଲୁସ୍ନି, ସେ ସବୁ ବିସଇ ସତ୍ ରଅ ଜେନ୍ତାରିକି ଲକ୍ମନ୍ ନିନ୍ଦା କରିନାପାରତ୍ । ଜେତ୍କି ଲକ୍ ଜିସୁକିରିସ୍ଟର୍ପାଇ ତୁଇ କର୍ବା କାମ୍ ବିରଦ୍ କଲାଇନି, ସେମନ୍ ସବୁ ଲାଜ୍ ଅଇଜିବାଇ । କାଇକେବଇଲେ ଆମ୍କେ ନିନ୍ଦା କର୍ବାକେ ତାକର୍ଟାନେ କାଇଟା ନ ରଏ ।
ବିସ୍ବାସି ବଲାଇଅଇବା ବେସି ଲକ୍ମନ୍ ତାକର୍ କାରାପ୍ ଚଲାଚଲ୍ତି ଦାର୍ବାଇ ଆରି ସତ୍ ବାଟର୍ ବିସଇନେଇ କାରାପ୍ କାତା କଇ ବୁଲ୍ବାଇ ।