27 ସେଟାର୍ ପାଇ ଗାଗ୍ଡେ ସୁନତ୍ ନ ଅଇରଇଲା ଜିଉଦି ନ ଅଇଲା ଲକ୍ମନ୍, ନିୟମ୍ ମାନିକରି ତମର୍ ବିଚାର୍ କର୍ବାଇ, କାଇକେ ବଇଲେ ତମେ ଗାଗ୍ଡେ ସୁନତ୍ ଅଇ ନିୟମ୍ ପାଇରଇଲେ ମିସା, ସେଟା ନାମାସ୍ ନାଇ ।
ମାତର୍ ଜିସୁ ତାକେ କଇଲା, “ମର୍ କାତାଇ ରାଜି ଅଇ ଜା । କାଇକେବଇଲେ ଏଟାର୍ ଲାଗି ଆମେ ପର୍ମେସର୍ ମନ୍ କରିରଇବା କାମ୍ କରିଅଇସି ।” ସେଟାର୍ପାଇ ଜଅନ୍ ତାକେ ଡୁବନ୍ ଦେବାକେ ରାଜି ଅଇଲା ।
ତାର୍ ପଚେ ପର୍ମେସର୍ ତାକେ ରାଜା ପଦ୍ ଚାଡାଇକରି ଦାଉଦ୍କେ ସେମନର୍ ରାଜା କଲା ।” ପରମେସର୍ ତାର୍ ବିସଇ କଇରଇଲା, “ମୁଇ ଜନ୍ ରକାମେ ଲକ୍ମନ୍କେ ଆଲାଦ୍ କର୍ବି, ଜେସିର୍ ପଅ ଦାଉଦ୍ ସେନ୍ତାରି ଗଟେକ୍ ଲକ୍ । ସେ ମୁଇ ମନ୍କଲା ଇସାବେ ସବୁଜାକ କାମ୍ କର୍ସି ।”
କାଇକେବଇଲେ ତମେ ଗଟେକ୍ ଲକ୍କେ ଆଲାଦ୍ କର୍ତେ ରଇଲେ, କେବେ ମିସା ତାକେ ଅନିଆଇ ନ କରାସ୍ । ଆରି ତମେ ଜଦି ସେମନ୍କେ ଆଲାଦ୍ କର୍ସାବଇଲେ, ସବୁ ନିୟମ୍ ମାନିକରିଆଚାସ୍ ।
ସେମନର୍ କାମ୍ଦାମ୍ଟାନେଅନି ଟିକ୍ ସଙ୍ଗ୍ ଜାନାପଡ୍ଲାନି ଜେ, ନିୟମର୍ ବିଦିବିଦାନ୍ ସେମନର୍ ମନେ ଲେକାଅଇଲା ଆଚେ । ଏ କାତା ସତ୍, ସେମନର୍ ବିବେକ୍ ଟିକ୍ ବଲି କଇବା ଚଲାଚଲ୍ତିଅନି ଜାନାପଡ୍ଲା । ଜେନ୍ତାରିକି ସତ୍ କାମ୍ କଲାବେଲେ ତାକର୍ ବିବେକ୍, ଉଁ ବଲି କଇସି, ଆରି କାରାପ୍ କାମ୍ କଲାବେଲେ ବିବେକ୍ ସେମନ୍କେ ଦସି କରାଇସି ।
ବକୁଆମନ୍କେ ନିମାନ୍ କାତା କଇବା ଲକ୍, ଗିଆନ୍ ନ ରଇବା ଲକ୍ମନର୍ ଗୁରୁ । ତମେ ବିସ୍ବାସ୍ କଲାସ୍ନି ଜେ, ନିୟମ୍ ଜାନିକରି ପୁରାପୁରୁନ୍ ସତ୍ ଆରି ଗିଆନ୍ ପାଇଆଚାସ୍ ବଲି ।
ଜଦି ତମେ ନିୟମ୍ ମାନ୍ଲେ, ତମର୍ ସୁନତ୍ ଅଇବାଟା ଟିକ୍ ଆଚେ । ଜଦି ନିୟମ୍ ନ ମାନ୍ଲେ ସୁନତ୍ ନ ଅଇଲା ଲକ୍ମନର୍ ସଙ୍ଗ୍ ସମାନ୍ ।
ଜଦି ସୁନତ୍ ନ ଅଇଲା ଗଟେକ୍ ଜିଉଦି ନଇଲା ଲକ୍ ନିୟମର୍ ବିଦିବିଦାନ୍ ସବୁ ନାମ୍ତେ ରଇସି, ପରମେସର୍ ତାକେ ସୁନତ୍ ଲକ୍ ଇସାବେ ନ ଡାକେ କି ?
ଜେ ମନ୍ ବିତ୍ରେଅନି ଜିଉଦି, ସେ ଅଇଲାନି ସତଇସେ ଜିଉଦି । ସତଇସେ ସୁନତ୍ ମନ୍ ବିତ୍ରର୍ ବିସଇ । ସେଟା ସୁକଲ୍ ଆତ୍ମାର୍ କାମ୍ । ଲେକ୍ଲା ନିୟମ୍ ସେଟା କରିନାପାରେ । ଏନ୍ତାରି ଲକ୍ ଲକ୍ମନର୍ଟାନେଅନି ଡାକ୍ପୁଟା ନ ପାଏ, ମାତର୍ ପରମେସର୍ଅନି ପାଇସି ।
ପରମେସର୍ ଗଟେକ୍ସେ । ଜିଉଦି ଆରି ଜିଉଦିନଇଲା ଲକର୍ ପାଇ ସମାନ୍ । ସେମନର୍ ବିସ୍ବାସ୍ ପାଇ ସେମନ୍କେ ଦରମ୍ ଲକ୍ ଇସାବେ ବାଚ୍ସି ।
ଆମେ ଜେନ୍ତାରି କି ନିୟମର୍ ସବୁ ଆଦେସ୍ ମାନିକରି ରଇବୁ, ସେଟାର୍ ପାଇ ପର୍ମେସର୍ ଏନ୍ତି କଲାଆଚେ । ଆମେ ଏବେ ମୁନୁସର୍ ଚଲାଚଲ୍ତି ନ କରି ସୁକଲ୍ଆତ୍ମାର୍ ବାଟେ ଇଣ୍ଡ୍ଲେସେ ଏନ୍ତି କରିଅଇସି ।
ଲକ୍ମନ୍ ସୁନତ୍ ଅଇବାଟା କି ସୁନତ୍ ନ ଅଇବାଟା କାଇଟା ନାଇ, ପର୍ମେସରର୍ ଆଦେସ୍ ମାନ୍ବାଟାସେ ମୁକିଅ ।
ସେ ତା ଆମ୍କେ ବପୁ ଦେଲାଆଚେ, ଜେନ୍ତିକି ଆମେ ତାର୍ ନୁଆ ରାଜିନାମା କଲାଟା ସବୁକେ ଜାନାଇ ପାର୍ବୁ । ସେଟା ଲେକ୍ଲା ନିୟମ୍ ନଏଁ, ମାତର୍ ତାର୍ ଆତ୍ମାଇ ଅନି ଅଇଲାଟା । ଲେକ୍ଲା ନିୟମ୍ ମରନ୍ ଆନ୍ସି, ମାତର୍ ପର୍ମେସରର୍ ଆତ୍ମା ନ ସାର୍ବା ଜିବନ୍ ଦେଇସି ।
କାଇକେ ବଇଲେ ସବୁ ନିୟମ୍ ଏ ଗଟେକ୍ ବାକିଅତେଇ ସିଦ୍ ଅଇସି, ତମେ ନିଜ୍କେ ଆଲାଦ୍ କଲାପାରା ବିନ୍ ଲକ୍କେ ଆଲାଦ୍ କରା ।
ତମେ, ଜିଉଦି ନ ଅଇଲା ଲକ୍ମନ୍, ଆଗେ କେନ୍ତାର୍ ରଇଲାସ୍ ଏତାଇ ଦେକା । ନିଜେ ସୁନତ୍ ବଲାଇଅଇତେ ରଇବା ଜିଉଦିମନ୍ ତମ୍କେ ସୁନତ୍ ନ ଅଇଲା ଲକ୍ ବଲି କଇତେ ରଇଲାଇ । ମାତର୍ ସୁନତ୍ ଅଇବାଟା ଗାଗଡେ କର୍ବା କାମ୍ ।
ଆରି ତୁଇ ପିଲାବେଲେ ଅନି ସୁକଲ୍ ସାସ୍ତର୍ ଜାନିଆଚୁସ୍ । କିରିସ୍ଟ ଜିସୁକେ ବିସ୍ବାସ୍ କଲାର୍ ପାଇ ପର୍ମେସର୍ ତକେ ରକିଆ କର୍ସି ବଲି ତୁଇ ଜାନ୍ଲୁସ୍ନି ।
ଆମର୍ ବିସ୍ବାସର୍ଲାଗି, ଏ ଜଗତ୍ ଆରି ତେଇ ରଇବା ସବୁଜାକ ପର୍ମେସରର୍ ଆଦେସ୍ ଇସାବେ ତିଆର୍ ଅଇଲାଆଚେ ବଲି ଆମେ ଜାନ୍ଲୁନି । ତେବେ ଜନ୍ଟା ଦେକି ଅଇଲାନି, ସେଟା ଦେକି ନ ରଇଲା ଟାନେଅନି ତିଆର୍ ଅଇଆଚେ ।