ରମିୟ 2:4 - ସତିଅର୍ ବାଟ୍ ନୁଆ ନିୟମ୍ 20204 ସେନ୍ତି ବଇଲେ ତା, ତମେ ପରମେସରର୍ ବେସି ଜିବନ୍ ଦୁକାଇଲାଟା, ଉଦାର୍ କର୍ବାଟା ଆରି ମୁରଚ୍ବାଟାକେ ନାମାସ୍ ନାଇ । ତମେ ସତଇସେ ଜାନିଆଚାସ୍ ଜେ, ତମର୍ ମନେ କାରାପ୍ କାମ୍ ଅଇଲାଟା ମାନିଅଇବାକେ ପରମେସର୍ ଏଡେକ୍ ଦୟା କଲାଆଚେ । အခန်းကိုကြည့်ပါ။ |
ଏ ସବୁ ବିସଇ ତମ୍କେ ଆତ୍ମା ଇସାବେ ସାର୍ଦା କରାଇବାପାଇ ମୁଇ କଲିନି । ଜେନ୍ତାରିକି ତମେ ଗଟେକ୍ ମନ୍ ଅଇକରି ଆଲାଦ୍ କରାକରି ଅଇସା । ତମେ ପୁରାପୁରୁନ୍ ବୁଜ୍ବାବେଲେ ବେସି ଆସା ଆରି ସାର୍ଦା ଅଇରଇସା । ଜଦି ତମ୍କେ ଏ ଆସା ରଇଲେ, ପର୍ମେସର୍ ଜଜ୍ନା କଲାଟା ଜାନିପାରାସ୍ । ସେ ଆସା ପୁର୍ବେ ରଇଲା ଲକ୍ମନ୍କେ ଜାନାଇ ନ ରଇଲା । ସେଟା ନିଜେ କିରିସ୍ଟର୍ ବିସଇସେ ।
ଏ ଜିବନର୍ ବିସଇନେଇ ଜେତ୍କି ଲକ୍ମନ୍ ସାଉକାର୍ ଅଇ ଆଚତ୍, ବିନ୍ ଲକ୍ମନର୍ଟାନେଅନି ସେମନ୍ ନିକ ବଲି ନ ବାବ୍ବାକେ ତିଆର୍ । ଦନ୍ ସଁପତି ଉପ୍ରେ ବେସି ଆସା କର୍ବାର୍ ନାଇ ବଲି ସେମନ୍କେ ସିକା । କାଇକେବଇଲେ ଡାବୁ ଦାପ୍ରେ ମାୟାଅଇଜାଇସି । ତାର୍ ବାଦୁଲେ ସେମନ୍କେ ଲଡାକେ ଲାଗ୍ବା ବିସଇ ସବୁ ଦେବାକେ ପର୍ମେସରର୍ଟାନେ ଆସା ରକ୍ବାକେ ସିକାଇଦେସ୍ । ସେ ଆକା ଆମର୍ପାଇ କାଇଟା ନ ଦେକି, ସବୁ ବିସଇ ସାର୍ଦା କର୍ବାକେ ଦେଇସି ।