ରମିୟ 2:5 - ସତିଅର୍ ବାଟ୍ ନୁଆ ନିୟମ୍ 20205 ମାତର୍ ତମେ ବଡ୍ପନିଆ ଆରି ମନ୍ ଜିଦିଆ । ସେଟାର୍ ପାଇ ସାରାସାରି ବିଚାର୍ନା ଦିନେ ପରମେସର୍ ଟିକ୍ ସଙ୍ଗ୍ ତାର୍ ବିଚାର୍ନା ଦେକାଇସି । ସେ ରିସାର୍ ଦିନେ ନିଜର୍ ପାଇ ରିସା ଟୁଲିଆଇଲାସ୍ନି । အခန်းကိုကြည့်ပါ။ |
ଏ ବାଇବଇନିମନ୍, ଏ ବିସଇଟାନେ ଗଟେକ୍ ଲୁଚିରଇଲା ସତ୍ ତମେ ବୁଜା ବଲି ମୁଇ ମନ୍ କଲିନି । ଆମେ ଜିଉଦିମନର୍ ଟାନେଅନି ବଡ୍ ଆଚୁ ବଲି ତମେ ବଡ୍ପନ୍ ନ ଅଇବାକେ, ଏଟା ତମ୍କେ ବୁଜାଇଲିନି । ଜିଉଦିମନର୍ କାତା ନ ମାନ୍ବାଟା, ବେସିଦିନ୍ ଜାକ ନ ରଏ । ମାତର୍ ଜେତ୍କି ଜିଉଦି ନ ଅଇଲା ଲକ୍ମନ୍କେ ପର୍ମେସର୍ ବାଚ୍ଲାଆଚେ, ସେମନ୍ ବିସ୍ବାସ୍ କର୍ବାଜାକ ସେଟା ରଇସି ।