ରମିୟ 2:9 - ସତିଅର୍ ବାଟ୍ ନୁଆ ନିୟମ୍ 20209 ଜନ୍ ଲକ୍ମନ୍ କାରାପ୍ କାମେ ବୁଡି ଆଚତ୍, ସେମନର୍ ପାଇ କସ୍ଟ ଆରି ଦୁକର୍ ଦିନ୍ ଆଇଲାନି । ସବୁକେ ଆଗ୍ତୁ ଜିଉଦିକେ ଆରି ତାର୍ ପଚେ ଜିଉଦି ନଇଲା ଲକ୍ମନର୍ ପାଇ । အခန်းကိုကြည့်ပါ။ |
ତିନ୍ ଦିନ୍ ପଚେ ପାଉଲ୍ ସେ ଜାଗାର୍ ଜିଉଦି ନେତାମନ୍କେ ଗଟେକ୍ ସବା କର୍ବାକେ କବର୍ ପାଟାଇଲା । ସେମନ୍ ଆସି ରୁଣ୍ଡ୍ଲାଇକେ ପାଉଲ୍ ସେମନ୍କେ କଇଲା, “ଏ ଇସ୍ରାଏଲର୍ ବାଇମନ୍, ମୁଇ ଆମର୍ ଲକ୍ମନର୍ ବିରୁଦେ କି ଆମର୍ ଆନିଦାଦିମନର୍ ଟାନେଅନି ସିକିରଇବା ରିତିନିତି ବିରୁଦେ କିଚି କରିନାଇ, ଏଲେ ମିସା ଜିରୁସାଲାମର୍ ଜିଉଦିମନ୍ ମକେ ଦାରି ବନ୍ଦିଗରେ ପୁରାଇ ରମିଅମନ୍କେ ସର୍ପିଦେଲାଇ ।