ରମିୟ 3:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 ସାସ୍ତରେ ଲେକା ଆଚେ, ଦରମ୍ ଲକ୍ କେ ନାଇ ଗଟେକ୍ ଲକ୍ ମିସା ନାଇ, အခန်းကိုကြည့်ပါ။ |
କାଇକେବଇଲେ ଗଟେକ୍ ବେଲାଇ ଆମେମିସା ବକୁଆ ଲକର୍ପାରା ରଇ ପର୍ମେସରର୍ କାତା ନ ମାନିକରି, ବୁଲ୍ ବିସଇ କର୍ତେରଇଲୁ । ଆମର୍ ପାପର୍ ଗୁନ୍ଚଲନ୍ ଇସାବେ ଜେତ୍କି ସବୁ ବିସଇ ରଇଲା, ସେଟା ସବୁ ସାର୍ଦାସଙ୍ଗ୍ କର୍ତେରଇଲୁ । ବିନ୍ ଲକର୍ ତିପୁଲ୍ କାତା ଗୁଲାଇବାଟେ ବିଚିକରି ସେମନ୍କେ ଇଁସା କର୍ତେରଇଲୁ । ସେମନ୍ ଆମ୍କେ ଗିନ୍ କର୍ତେରଇଲାଇ, ଆମେମିସା ସେମନ୍କେ ଗିନ୍ କର୍ତେରଇଲୁ ।
ମାତର୍ ଜେ ମର୍ସଙ୍ଗ୍ ଆଇବାକେ ଡର୍ବାଇ, ଆରି ବିସ୍ବାସ୍ ନ କରତ୍, ଜାର୍ ଚଲାଚଲ୍ତି କାରାପ୍, ଜେ କି ନର୍ମାରୁମନ୍ ଆଚତ୍, ଜନ୍ ଲକ୍ମନ୍ କାରାପ୍ ରିତିନିତି ଅବିଆସ୍ କର୍ବାଇ, ଜନ୍ଲକ୍ମନ୍ ମଁତର୍ ଜଁତର୍ କର୍ବାଇ ଆରି ଜନ୍ ଲକ୍ମନ୍ ମିଚ୍ ଦେବ୍ତାମନ୍କେ ଜୁଆର୍ କର୍ବାଇ, ଆରି ଜେତ୍କି ସବୁ ମିଚୁଆମନ୍ ରଇବାଇ, ତାକର୍ ସେସର୍ ବେଲା ଏନ୍ତାରି ଅଇସି । ସେମନ୍କେ ଲାଗ୍ତେରଇବା ଗନ୍ଦ୍ଟାନେ ପିଙ୍ଗା ଅଇସି । ସେଟା ଅଇଲାନି ପଚର୍ ମରନ୍ ।