ରମିୟ 3:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 ସବୁ ରକାମର୍ ଲାବ୍ ଆଚେ । ତେବେ ପର୍ତୁମ୍, ପରମେସର୍ ତାର୍ କବର୍ ଜାନାଇବା ଦାଇତ୍ ଜିଉଦିମନର୍ ଆତେ ଦେଲା ଆଚେ । အခန်းကိုကြည့်ပါ။ |
ଜନ୍ ଲକ୍ମନ୍ କବର୍ ଜାନାଇଲାଇନି, ଆମେ ପର୍ମେସରର୍ କବର୍ ଜାନାଇଲୁନି, ବଲି ଜାଗ୍ରତ୍ ରଇବାର୍ ଆଚେ । ଜନ୍ ଲକ୍ମନ୍ ତାକର୍ ବାଇବଇନିମନ୍କେ ସେବା କଲାଇନି, ଆମେ ପର୍ମେସର୍ ବପୁ ଦେଲାକେସେ, ସେବାକଲୁନି ବଲି ଏତାଅତ୍ । ତମେ କରିରଇବା ସବୁ କାମେ ଜିସୁକିରିସ୍ଟର୍ଟାନେଅନି ପର୍ମେସର୍ ଡାକ୍ପୁଟା ପାଅ । ସେ ଆକା କାଲ୍ କାଲ୍ ଜୁଗ୍ ଜୁଗ୍ ମଇମା ଆରି ବପୁ ପାଇସି । ଆମେନ୍ !
ମୁଇ ତାକେ ଜୁଆର୍ କର୍ବି ବଲି ତାର୍ ଗଡେ ଡାଣ୍ଡାସନ୍ ପଡ୍ଲି, ମାତର୍ ସେ ମକେ କଇଲା, “ନିଚୁ, ମୁଇ ଆରି ତର୍ ସଙ୍ଗର୍ ବିସ୍ବାସି ବାଇମନ୍ ଜେତ୍କି ଲକ୍ ଆମେ ସବୁ ଜିସୁ ଜାନାଇରଇବା ସତ୍ ଦାରିଆଚୁ, ଆମେ ସବୁ ଅବ୍କା ଦାଙ୍ଗ୍ଡାମନ୍, ପର୍ମେସର୍କେ ଜୁଆର୍ କରା । କାଇକେବଇଲେ ଜିସୁ ଜନ୍ ସତ୍ ଜାନାଇଆଚେ, ସେଟାସେ ବବିସତ୍ ବକ୍ତାମନ୍କେ କାତାଅଇବାକେ ବପୁଦେଲାଆଚେ ।”