ରମିୟ 3:21 - ସତିଅର୍ ବାଟ୍ ନୁଆ ନିୟମ୍ 202021 ମାତର୍ ଏବେ ଲକ୍ମନ୍ ତାର୍ ମୁଆଟେ ଦରମ୍ ବଲି ଏଜାଇ ଅଇବାକେ, ପରମେସର୍ ଜନ୍ଟା ଜଜ୍ନା କରି ରଇଲା, ସେଟା ସେ ଆମ୍କେ ଜାନାଇଦେଲାଆଚେ । ମାତର୍ ଏଟା ନିୟମ୍ ମାନ୍ଲାକେ ଅଏନାଇ । ଏ ଜଜ୍ନା ମସାର୍ ନିୟମେ ଆରି ବିନ୍ ବବିସତ୍ବକ୍ତାମନର୍ ଟାନେ ମିସା ରଇଲା । အခန်းကိုကြည့်ပါ။ |
ମୁଇ ସିମନ୍ ପିତର୍, ଜିସୁକିରିସ୍ଟର୍ ଗଟେକ୍ ଗତିଦାଙ୍ଗ୍ଡା ଆରି ପେରିତ୍ ଅଇଆଚି । ଆମେ ଜେନ୍ତି ଜିସୁକିରିସ୍ଟକେ ବିସ୍ବାସ୍ କରିଆଚୁ, ସେନ୍ତାରି ବିସ୍ବାସ୍ କର୍ବା ଲକ୍ମନ୍କେ ଏ ଚିଟି ଲେକ୍ଲିନି । ସେ ଆମର୍ ପର୍ମେସର୍ ଆରି ମୁକ୍ତିକାରିଆ । ତାକେ ବିସ୍ବାସ୍ କର୍ବାକେ ସେ ଆକା ଆମ୍କେ ବପୁଦେଲାଆଚେ । ସେ କର୍ବା ସବୁ କାମ୍ ଟିକ୍ ଆରି କାଇ ଅନିଆଇ ନାଇ । ।